୧ରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର: ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ହେବାକୁ ଥିବା ୪୩ତମ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ୍‌) ବୈଠକରେ ୭ଟିରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ଦ୍ୱିତୀୟବର୍ଷ ପୂର୍ତ୍ତି ଉତ୍ସବ ଉପଲକ୍ଷେ ଅନେକଗୁଡିଏ ଯୋଜାକୁ କାର୍ଯ୍ୟାନ୍ବୟନ କରାଯିବାକୁ ଲକ୍ଷ୍ୟ ରହିଛି। ଏହାକୁ ନେଇ ରାଜସ୍ବ, ପୂର୍ତ୍ତ, ଜଳସମ୍ପଦ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବମାନ ସରକାରଙ୍କ ନିକଟକୁ ଆସିଛି। ଏନେଇ ମଙ୍ଗଳବାର ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟମାନଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଯାଇଛି।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ