୧୨ରୁ ପଠାଯିବ ଯୁକ୍ତ ଦୁଇ ଥିଓରି ପ୍ରଶ୍ନପତ୍ର

ଭୁବନେଶ୍ବର : ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୧୮ ତାରିଖ ଠାରୁ ମାର୍ଚ୍ଚ ୨୭ ତାରିଖ ପର୍ୟ୍ୟନ୍ତ +୨ ଥିଓରୀ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ପାଇଁ ଆସନ୍ତା ୧୨ ତାରିଖରୁ ପରୀକ୍ଷା ପରିଚାଳନା ହବ୍‌କୁ ପଠାଯିବ ପ୍ରଶ୍ନପତ୍ର। ସୂଚନା ଅନୁଯାୟୀ, ରାଜ୍ୟରେ ଥିବା ମୋଟ ୨୦୫ଟି ହବରେ ପ୍ରଶ୍ନପତ୍ର ରଖାଯିବ। ପରୀକ୍ଷା ଦିନ ହବ୍‌ରୁ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ। ଅନ୍ୟପକ୍ଷରେ ଚଳିତ ବର୍ଷ ପରିଷଦ କାର୍ୟ୍ୟାଳୟରେ ୫ ଶହ ଶିକ୍ଷାନୁଷ୍ଠାନର ସିଧା ପ୍ରସାରଣ ସିସିଟିଭି ମାଧ୍ୟମରେ ପରିଷଦ କାର୍ୟ୍ୟାଳୟରେ ଯାଞ୍ଚ କରାଯିବ। ଏଥିପାଇଁ ୪ ସ୍ବତନ୍ତ୍ର ଅଧିକାରୀଙ୍କୁ ନିଯୁକ୍ତ କରାଯିବ। ଅନ୍ୟପକ୍ଷରେ ପରୀକ୍ଷା ସରିବାର ୪୫ ଦିନ ମଧ୍ୟରେ ଫଳ ଘୋଷଣା କରାଯିବ ବୋଲି ପରିଷଦ ପକ୍ଷରୁ କୁହାଯାଇଛି।

  • Related Posts

    ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ କାର୍ଯ୍ୟାନୁଷ୍ଠାନ

    ୧୦/୦୪/୨୬,ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ…

    Continue reading
    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ