୧୩,୩୭୩ ପୁଲିସ ପଦବୀ ଖାଲି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାର ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ଅଧିକ ଗୁରୁତ୍ୱ ଦେଉଛନ୍ତି । କିନ୍ତୁ ରାଜ୍ୟରେ ୧୩,୩୭୩ ପୁଲିସ ପଦବୀ ଖାଲି ପଡ଼ିଛି । ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏହି ସୂଚନା ଦେଇଛନ୍ତି । କଂଗ୍ରେସ ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନର ଉତ୍ତର ରଖି ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଅଗ୍ନିଶମ ବିଭାଗରେ ବି ୪୮୧ଟି ପଦବୀ ଖାଲି ପଡ଼ିଛି । ୨୪୧୬ ହୋମଗାର୍ଡ ପଦବୀ ବି ଖାଲିପଡ଼ିଛି । ଜେଲରେ ୮୬୨ ପଦବୀ ଖାଲି ପଡ଼ିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିଜେଡି ସାଂସଦ ସଂଖ୍ୟା ଶୂନ ହୋଇଯିବ:ପ୍ରଦୀପ ପୁରୋହିତ

    ଭୁବନେଶ୍ୱର: ବିଜେଡିକୁ ନେଇ ବିଜେପି ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ଫୋରକ ବୟାନ। କହିଛନ୍ତି, ବିଜେଡିର କିଛି ବଡ଼ ନେତୃତ୍ୱ ଆମ ଶୀର୍ଷ ନେତୃତ୍ୱ ସହିତ ଆଲୋଚନା କରୁଛନ୍ତି। ଆଗକୁ ବିଜେଡିରେ ବଡ଼ ବିସ୍ଫୋରଣ ହେବ, ବିଜେଡି ଡଙ୍ଗା ବୁଡ଼ୁଛି। ଜୀବନ ବଞ୍ଚାଇବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ