୧୪ରୁ ଭିତରକନିକା ବନ୍ଦ

ଭୁବନେଶ୍ଵର:୧୪ ତାରିଖରୁ ପର୍ୟ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ। କୁମ୍ଭୀର ଗଣନା ପାଇଁ ୧୪ ତାରିଖରୁ ୨୧ ତାରିଖ ଯାଏଁ ଭିତରକନିକା ବନ୍ଦ ରହିବ। ପ୍ରଥମ କରି ଭିତରକନିକା ବାହାର ନଦୀନାଳରେ ମଧ୍ୟ ଗଣନା କରାଯିବ। ଏ ନେଇ ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପିନାଥ ଯାଦବଙ୍କ ପକ୍ଷରୁ ସୂଚନା ମିଳିଛି।
ସେପଟେ କୁମ୍ଭୀର ଏବଂ ପକ୍ଷୀ ଗଣନା ପାଇଁ ଆସନ୍ତାକାଲିଠୁ ପର୍ୟ୍ୟଟକଙ୍କୁ ସାତକୋଶିଆ ମନା। କୁମ୍ଭୀର ଗଣନା ପାଇଁ ୫ ତାରିଖ ଅପରାହ୍ନରୁ ୯ ତାରିଖ ସକାଳ ପର୍ୟ୍ୟନ୍ତ ଏବଂ ପକ୍ଷୀ ଗଣନା ପାଇଁ ୧୭ ଏବଂ ୧୮ ତାରିଖ ପାଇଁ ମହାନଦୀରେ ବୋଟିଂ ବନ୍ଦ ରହିବ। ଏ ନେଇ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ଏପରିକି ନଦୀରେ ମାଛ ଧରିବା ପାଇଁ ମଧ୍ୟ ବାରଣ କରାଯାଇଛି। ଗଣନା ପାଇଁ ବନ ବିଭାଗର ୧୪ ଟିମ୍ ନିୟୋଜିତ ହେବେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ