୧୯ରୁ ବର୍ଷା

ଭୁବନେଶ୍ୱର: ଆସନ୍ତା୩ ଦିନ ପର୍ୟ୍ୟନ୍ତ ପାଗ ଶୁଖିଲା ରହିବାର ସମ୍ଭାବନା ଥିବା ବେଳେ, ଫେବ୍ରୁଆରି ୧୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ବର୍ଷା ସହିତ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ ଏବଂ ବାଲେଶ୍ୱରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।
ଫେବ୍ରୁଆରି ୨୦ରେ ବର୍ଷାର ତୀବ୍ରତାରେ ସାମାନ୍ୟ ବୃଦ୍ଧି ଘଟିବ। ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଦେଓଗଡ, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ ଏବଂ ବାଲେଶ୍ବରରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଦେଓଗଡ, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡା, ସମ୍ବଲପୁର, ରାୟଗଡା, ଗଜପତି, ଗଞ୍ଜାମ ଏବଂ ବାଲେଶ୍ବରରେ ହାଲୁକା କିମ୍ବା ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କାର୍ୟ୍ୟାଳୟ ପକ୍ଷରୁ କୁହାଯାଇଛି।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ