୧୯ରେ ଶ୍ରୀଅଙ୍ଗରେ ବ୍ୟବହୃତ ଅଳଙ୍କାର ଗଣତିମଣତି

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ଶ୍ରୀଅଙ୍ଗରେ ବ୍ୟବହୃତ ଏବଂ ସ୍ନାନ ପୂର୍ଣ୍ଣିମା ଅବସରରେ ଉଲାଗି ହୋଇଥିବା ଅଳଙ୍କାରାଦିର ଗଣତି ଆସନ୍ତା ୧୯ ତାରିଖରେ ଗୋଟିଏ ଦିନ ପାଇଁ କରାଯିବ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ ସୂଚନା ଦେଇଛନ୍ତି । ଏହି ଗଣତି କାର୍ଯ୍ୟ ରାଜ୍ୟ ସରକାରଙ୍କ ଅନୁମୋଦିତ ବ୍ୟବସ୍ଥାବଳୀ ଅନୁଯାୟୀ ସମ୍ପାଦନ କରାଯିବ ।
ଭିତର ରତ୍ନଭଣ୍ଡାରରେ ଗଚ୍ଛିତ ଅବଶିଷ୍ଟ ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀର ଗଣତି କାର୍ଯ୍ୟର ତାରିଖ ପରବର୍ତ୍ତୀ ସମୟରେ ଅବଗତ କରାଯିବ । ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ସୂଚାରୁ ସମ୍ପାଦନ ପାଇଁ ପୂର୍ବଭଳି ସମସ୍ତ ସେବାୟତ ଏବଂ ସଦସ୍ୟମାନଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟ ପ୍ରଶାସକ ।

ସୂଚନାଥାଉକି, ଗତ ମେ ୨୩ ତାରିଖଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଓ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀର ଗଣତି କାର୍ଯ୍ୟ ସ୍ଥଗିତ ରହିଛି ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ