୨ ମହିଳାଙ୍କ ମୃତଦେହ ଜବତ

କଣ୍ଟାବାଞ୍ଜି: ଟ୍ରେନ୍‌ ଲାଇନରେ ପଡ଼ିଛି ୨ ମହିଳାଙ୍କ ମୃତଦେହ। ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ କୁକୁଡାହାଡ଼ ଯିବା ଟ୍ରାକ ପାଖରେ ଦୁଇ ମହିଳାଙ୍କ ମୃତଦେହ ଠାବ ହୋଇଛି। ତେବେ ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି। ଜଣେ ବୃଦ୍ଧା ମହିଳାଙ୍କ ବୟସ ୫୦ରୁ ୫୫ ବର୍ଷ ହେଇଥିବାବେଳେ ଅନ୍ୟ ଜଣେ ମହିଳାଙ୍କ ବୟସ ୪୦ ବର୍ଷ ହୋଇଥିବା ଅନୁମାନ କରାଯାଉଛି। ଘଟଣା ସ୍ଥଳରେ କଣ୍ଟାବାଞ୍ଜି ଜିଆରପି ପୁଲିସ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

  • Related Posts

    ବ୍ରହ୍ମପୁରରେ ଏନକାଉଣ୍ଟର

    ବ୍ରହ୍ମପୁର : ବ୍ରହ୍ମପୁର କବିସୂର୍ୟ୍ୟନଗରର ପୁଲିସର ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ ହୋଇ ଏମକେସିଜିରେ ଭର୍ତ୍ତି ହୋଇଛି। ସୂଚନା ଅନୁସାରେ ପୀତାତଳି-ଚିକିଟି ରାସ୍ତାରେ ଗୋଳନ୍ଥରା ପୁଲିସ ଏନକାଉଣ୍ଟର କରିଥିଲା। ସୁନୀଲ ନାହକ ପୁଲିସ ଉପରକୁ ଆକ୍ରମଣ କରିବାରୁ ପୁଲିସ…

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

    Leave a Reply

    Your email address will not be published. Required fields are marked *

    You Missed

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ  କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଏନକାଉଣ୍ଟର, ଆତଙ୍କୀ ନିପାତ

    ଏନକାଉଣ୍ଟର, ଆତଙ୍କୀ ନିପାତ

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’