୨୪ରୁ ଆବାସ ସର୍ଭେ

ଭୁବନେଶ୍ୱର: ଆସନ୍ତା ୨୪ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ସର୍ଭେ କାର୍ଯ୍ୟ । ସୋମବାର ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି । ହିତାଧିକାରୀମାନେ ଅନଲାଇନ ଓ ଅଫଲାଇନରେ ଆବେଦନ କରିପାରିବେ । ରାଜ୍ୟ ସରକାର ଆସନ୍ତା ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ଲଞ୍ଚ କରିବେ । ଆବାସ ସର୍ଭେ ଦେଢ଼ରୁ ୨ ମାସ ଧରି ଚାଲିବ । ଆବାସ ସଂଖ୍ୟା ୨ରୁ ୩ କୋଟିକୁ ବଢ଼ିଛି । ଓଡ଼ିଶାକୁ ଅଧିକ ମିଳିବା ନେଇ ଆଶା ରହିଛି । ବାପା ଠାରୁ ଭିନ୍ନ ହୋଇଥିବା ପୁଅ ଓ ସ୍ୱାମୀଙ୍କ ଠାରୁ ଅଲଗା ଥିବା ସ୍ତ୍ରୀ ଆବାସ ପାଇଁ ଆବେଦନ କରିପାରିବେ । ପୂର୍ବରୁ ଆବେଦନ କରି ଅପେକ୍ଷାରେ ଥିବା ଲୋକ ବି ନୂଆ ଆବେଦନ କରିପାରିବେ ବୋଲି ମନ୍ତ୍ରୀ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ