୨୪ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ତାରିଖରେ ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ଆସନ୍ତା ୨୪ ତାରିଖ ଦିନ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ  ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ ।  ଏନେଇ ସୁନ୍ଦରଗଡ଼ରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।  ଉକ୍ତ କାର୍ଯ୍ୟକ୍ରମରେ ତୃତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ । ଅବଶିଷ୍ଟ ସୁଭଦ୍ରା ହିତାଧିକାରୀ ପୁଣି ଡିସେମ୍ବରରେ ପାଇବେ ।

  • Related Posts

    ଘରେ ଫାଟିଲା ଗ୍ୟାସ ଟାଙ୍କି ; ୩ ଆହତ

    ଖଇରା : ବାଲେଶ୍ବର ଜିଲ୍ଲା ଖଇରା ବ୍ଳକ ସାରଡାଙ୍ଗ ଗ୍ରାମରେ ଗ୍ୟାସ ଟାଙ୍କି ଫାଟି ଗୋଟିଏ ପରିବାରର ୩ ଜଣ ଆହତ ହେବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇ ଯାଇଛି। ସୂଚନାନୁଯାୟୀ, ମନୋରଞ୍ଜନ ପଣ୍ଡାଙ୍କ ସ୍ତ୍ରୀ ରୋଷେଇ…

    Continue reading
    ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

    କଟକ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ। କଟକ ଜିଲ୍ଲା ବଡ଼ମ୍ବା ଥାନା କୁସାପାଳ ଗାଁର ନରେଶ ନାୟକଙ୍କର ମୃତ୍ୟୁ ହୋଇଛି। ତେବେ ସ୍ଥାନୀୟ ନରେଇଜାନୀ ନିକଟରେ ଥିବା ଏକ ଫାର୍ମ ହାଉସ ରେ ଗତକାଲି ରାତ୍ରିରେ ହାତୀ ପଶିଥିଲା।ହାତୀ ଘଉଡାଇବାକୁ ଯାଇଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ