୨୫ ପଏଣ୍ଟ ବଢ଼ିଲା ରେପୋ ହାର, ବଢ଼ିବ ଇଏମ୍‌ଆଇ

ମୁମ୍ବାଇ/୦୭/୧୦: ବର୍ଦ୍ଧିତ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ବୁଧବାର ରେପୋ ହାରକୁ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି କରି ୫.୫% କରିଛି । ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ପ୍ରାୟ ସାଢେ ତିନି ବର୍ଷ ପରେ ଆରବିଆଇ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।ଏହା ଫଳରେ ଗୃହ ଋଣ, ଯାନବାହନ ଋଣ ଏବଂ କର୍ପୋରେଟ୍‌ ଋଣକୁ ଅଧିକ ମହଙ୍ଗା ହେବା ସହ ପୂର୍ବରୁ ଋଣ ନେଇଥିବା ଲୋକଙ୍କ ଇଏମଆଇ ଉପରେ ସୁଧ ବି ବଢ଼ିବ ।

  • Related Posts

    ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ରସାୟନ ବିଜ୍ଞାନରେ ନୋବେଲ

    ଷ୍ଟକହୋମ: ୨୦୧୮ ପାଇଁ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଛି । କାଗାନ ଏବଂ ସୋଇଙ୍କ ଗବେଷଣାର ମୁଖ୍ୟ ବିଷୟ…

    Continue reading
    ଆଶୁତୋଷ ଦୀକ୍ଷିତ ବାୟୁସେନା ମୁଖ୍ୟ ନିଯୁକ୍ତ

    ନୂଆଦିଲ୍ଲୀ: ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ କେନ୍ଦ୍ର ସରକାର ନୂଆ ବାୟୁସେନା ମୁଖ୍ୟ (୨୯ତମ) ନିଯୁକ୍ତ କରିଛନ୍ତି। ସେ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ। ସେ ଆସନ୍ତା ୩୧ ତାରିଖରୁ ଦାୟିତ୍ବ ଗ୍ରହଣ କରିବେ। ସେ ଏବେକାର ବାୟୁସେନା ମୁଖ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ