୨୭ରେ ଶପଥ ନେବେ ନେପାଳ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ: ନେପାଳର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଚଳିତମାସ ୨୭ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ଉକ୍ତ ଦିନ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହେଉଥିବାବେଳେ ଏହାକୁ ବାଲେନ୍ଦ୍ର ଶୁଭ ମୁହୂର୍ତ୍ତ ଭାବେ ବିବେଚନା କରିଛନ୍ତି। ମାର୍ଚ୍ଚ ୫ରେ ନେପାଳରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିବାବେଳେ ବାଲେନ୍ଦ୍ରଙ୍କ ନେତୃତ୍ବାଧୀନ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ସଂଖ୍ୟାଗରିଷ୍ଠତା ହାସଲ କରିଛି। ବାଲେନ୍ଦ୍ର ପ୍ରଧାନମନ୍ତ୍ରୀ ଦାୟିତ୍ବ ନେବାପରେ ନେପାଳରେ ହିନ୍ଦୁ ଧର୍ମର ପ୍ରଧାନ୍ୟ ବୃଦ୍ଧି ପାଇବ ବୋଲି ବୁଦ୍ଧିଜୀବୀ ମହଲ ଆଶାବ୍ୟକ୍ତ କରିଛନ୍ତି।

  • Related Posts

    ମୁଁ ନିର୍ବାଚନରେ ​​ ଲଢ଼ିବାକୁ ଚାହୁଁ ନାହିଁ: କେ ଆନ୍ନାମଲାଇ

    ଚେନ୍ନାଇ: ଭାରତୀୟ ଜନତା ପାର୍ଟି ପକ୍ଷରୁ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ପୂର୍ଣ୍ଣାଙ୍ଗ ତାଲିକା ପ୍ରକାଶ କରାଯାଇଥିଲା। ତାଲିକାରେ କେ ଆନ୍ନାମଲାଇଙ୍କ ନାମ ନଥିଲା। ଏନେଇ ଆନ୍ନାମଲାଇ ନୀରବତା ଭାଙ୍ଗିଛନ୍ତି। ସେ ଶନିବାର ସ୍ପଷ୍ଟ କରିଛନ୍ତି, ତାମିଲନାଡୁରେ…

    Continue reading
    କୂଅକୁ କାର୍ ଖସି ୯ ମୃତ

    ମୁମ୍ବାଇ : ମହାରାଷ୍ଟ୍ରର ନାସିକ୍ ଜିଲ୍ଲାର ଡିଣ୍ଡୋରିରୁ ଏକ ହୃଦୟବିଦାରକ ଖବର ସାମ୍ନାକୁ ଆସିଛି। ଡିଣ୍ଡୋରିର ଶିବାଜୀ ନଗର ଅଞ୍ଚଳରେ ଏକ ମାରୁତି କାର କୂଅ ଭିତରକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ କାରରେ ଥିବା ଗୋଟିଏ ପରିବାରର ନଅ ଜଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ