୩ ବର୍ଷରେ ୨୩୩ ଦାଦନଙ୍କ ମୃତୁ୍ୟ

ଭୁବନେଶ୍ୱର: ବାହାର ରାଜ୍ୟକୁ ଯାଇ ଗତ ୩ ବର୍ଷରେ ୨୩୩ଜଣ ଦାଦଦଙ୍କ ମୃତୁ୍ୟ ହୋଇଛି । ମଙ୍ଗଳବାର ବିଧାନସଭାରେ ଶ୍ରମମନ୍ତ୍ରୀ ଗଶେଶରାମ ସିଂ ଖୁଣ୍ଟିଆ ଲିଖିତ ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ।
ତାଙ୍କ ସୂଚନା ଅନୁଯାୟୀ ଗଞ୍ଜାମରେ ସର୍ବାଧିକ ମୃତୁ୍ୟ ସଂଖ୍ୟା ୪୩ ଥିବାବେଳେ ବଲାଙ୍ଗୀରରେ ମୃତୁ୍ୟ ସଂଖ୍ୟା ୨୬ ରହିଛି । ମୋଟ ୨୩୩ ମଧ୍ୟରୁ ୧୯୯ ମୃତଦେହ ଓଡ଼ିଶା ଫେରିଛି ବୋଲି ମନ୍ତ୍ରୀ ବିଧାନସଭାରେ ସୂଚନା ଦେଇଛନ୍ତି ।

  • Related Posts

    ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ: ଯୋଗଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର: ଭାରତ ୨୦୨୬ରେ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀର ଅଧ୍ୟକ୍ଷତା କରୁଛି । ଏହି କ୍ରମରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ ଅନୁଷ୍ଠିତ ହେବ । ଏଥିସହିତ ବ୍ରିକ୍ସ ବରିଷ୍ଠ…

    Continue reading
    ଓଡ଼ିଶା ପୋଲିସ–ଏନଏଫଏସୟୁ ମଧ୍ୟରେ ୫ ବର୍ଷିଆ ବୁଝାମଣାପତ୍ର ସ୍ୱାକ୍ଷର

    ଭୁବନେଶ୍ୱର: ସାଇବର ଅପରାଧର ସଠିକ ମୁକାବିଲା, ଡିଜିଟାଲ ଫରେନ୍ସିକ୍ସରେ ଦକ୍ଷତା ବୃଦ୍ଧି ଏବଂ ବୈଜ୍ଞାନିକ ତଦନ୍ତ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ପୋଲିସର ସିଆଇଡି–କ୍ରାଇମବ୍ରାଞ୍ଚ ଏବଂ ରାଷ୍ଟ୍ରୀୟ ଫରେନ୍ସିକ ବିଜ୍ଞାନ ବିଶ୍ୱବିଦ୍ୟାଳୟ (NFSU), ଭୁବନେଶ୍ୱର ମଧ୍ୟରେ ଆଜି ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ