୩ଟା ୩୦ ମିନିଟରେ ଲୋକସେବା ଭବନରେ ବସିବ ବୈଠକ,କାହିଁକି ଜାଣନ୍ତୁ

ଭୁବନେଶ୍ବର: ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ବଡ଼ ବୈଠକ ଡାକିଲେ ରାଜ୍ୟ ସରକାର । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ବୁଧବାର ଅପରାହ୍ନ ୩ଟା ୩୦ ମିନିଟରେ ଲୋକସେବା ଭବନରେ ବସିବ ବୈଠକ । ରେରା ଆଇନ ସହ ଜଡ଼ିତ ୫ଟି ବିଷୟ ବସ୍ତୁକୁ ନେଇ ବୈଠକରେ ଆଲୋଚନା ହେବ ।

ଏହି ବୈଠକରେ ନଗର ଉନ୍ନୟନ ବିଭାଗ, ରାଜସ୍ୱ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗ ସମେତ ଓରେରା, ବିଡ଼ିଏ, ବିଏମସି, ଟାଉନ ପ୍ଲାନିଂ, ୱାଟକୋ ଭଳି ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେବାର କାର୍ୟ୍ୟକ୍ରମ ରହିଛି ।

  • Garvita Odia

    Related Posts

    କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ ଦୁଇ ଓଡ଼ିଶା କ୍ୟାଡର ଆଇପିଏସ

    ନୂଆଦିଲ୍ଲୀ: ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଆଇପିଏସ ଅଧିକାରୀ କେନ୍ଦ୍ରୀୟ ପ୍ରତିନିଯୁକ୍ତି ପାଇଁ ମନୋନୀତ ହୋଇଛନ୍ତି। କେନ୍ଦ୍ର କ୍ୟାବିନେଟର ନିଯୁକ୍ତି କମିଟି ବିଭିନ୍ନ ରାଜ୍ୟ କ୍ୟାଡରରୁ ମୋଟ ୩୫ ଜଣ ଭାରତୀୟ ପୋଲିସ ସେବା (ଆଇପିଏସ) ଅଧିକାରୀଙ୍କୁ କେନ୍ଦ୍ରୀୟ ପଦବୀ ପାଇଁ…

    ବାତିଲ ହେଲା ଏହିସବୁ ପରୀକ୍ଷା

    କଟକ: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ରେଭେନ୍ୟୁ ଇନ୍‌ସ୍ପେକ୍ଟର (RI), ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍‌ସ୍ପେକ୍ଟର (ARI), ଅମିନ ଏବଂ ICDS ସୁପରଭାଇଜର ପଦବୀ ପାଇଁ ଆୟୋଜିତ କମ୍ବାଇନ୍‌ଡ ରିକ୍ରୁଟମେଣ୍ଟ ଏକ୍ସାମିନେସନ (CRE) ୨୦୨୪ର ପ୍ରିଲିମିନାରୀ ପରୀକ୍ଷା ବାତିଲ କରିଛି।…

    Leave a Reply

    Your email address will not be published. Required fields are marked *

    You Missed

    କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ ଦୁଇ ଓଡ଼ିଶା କ୍ୟାଡର ଆଇପିଏସ

    କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ ଦୁଇ  ଓଡ଼ିଶା କ୍ୟାଡର ଆଇପିଏସ

    ବାତିଲ ହେଲା ଏହିସବୁ ପରୀକ୍ଷା

    ବାତିଲ ହେଲା ଏହିସବୁ ପରୀକ୍ଷା

    ଅଗଷ୍ଟ ୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି

    ଅଗଷ୍ଟ ୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି

    ବିଜେପି ଦଳ ସହିତ କୌଣସି ଛାତ୍ର ସଂଗଠନ ନାହାନ୍ତି:ବିରୋଧୀ

    ବିଜେପି ଦଳ ସହିତ କୌଣସି ଛାତ୍ର ସଂଗଠନ ନାହାନ୍ତି:ବିରୋଧୀ

    ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

    ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

    କୁମ୍ଭୀର ଆକ୍ରମଣ: ନଦୀ ପଠାରେ ଚିହ୍ନଟ ହେବ ବ୍ଲାକ୍ ସ୍ପଟ୍

    କୁମ୍ଭୀର ଆକ୍ରମଣ: ନଦୀ ପଠାରେ ଚିହ୍ନଟ ହେବ ବ୍ଲାକ୍ ସ୍ପଟ୍