୫ ହଜାର ଗୃହରକ୍ଷୀ ପଦବୀ ସୃଷ୍ଟି କରାଯିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଇଆର୍‌ଏସ୍‌ଏସ୍‌ ଯାନ ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଆହୁରି ସଶକ୍ତ ହେବ ଗୃହ ବିଭାଗ। ପୋଲିସ ବିଭାଗ ୧୦ ହଜାର ପଦବୀ ପୂରଣ ହେବ। ୫ ହଜାର ଗୃହରକ୍ଷୀ ପଦବୀ ସୃଷ୍ଟି କରାଯିବ । ପୋଲିସର ଶକ୍ତି ଆତ୍ମବିଶ୍ବାସ ବୃଦ୍ଧି ପାଇଁ ପଦକ୍ଷପ ନିଆଯିବ। ଅତ୍ୟାଧୁନୀକ ଜ୍ଞାନ କୌଶଳକୁ ପୋଲିସ ବିଭାଗରେ ବ୍ୟବହାର କରାଯିବ। ଏହି ଉତ୍ସବରେ ପୋଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆ, ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂଫ ଏବଂ କଟକ-ଭୁବନେଶ୍ବର ଡିସିପି, ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।
ସୂଚନା ଅନୁଯାଇ, କୌଣସି ସ୍ଥାନରେ ଦୁର୍ଘଟଣା, ଅପରାଧ କିମ୍ବା ଅନ୍ୟ କୌଣସି ଅପ୍ରୀତିକର ପରିସ୍ଥିତି ଉପୁଜିଲେ, ଏହି ଯାନ ତୁରନ୍ତ ଅଘଟଣସ୍ଥଳରେ ପହଞ୍ଚିବ । ଏହି ଯାନରେ ଉପସ୍ଥିତ ପୁଲିସ କର୍ମଚାରୀ ଅସହାୟଙ୍କୁ ତ୍ୱରିତ୍ୱ ସହାୟତା ଯୋଗାଇବେ ।ଜରୁରୀକାଳୀନ ପ୍ରତିକ୍ରିୟା ପ୍ରଣାଳୀ ତଥା ଡାଏଲ ୧୧୨କୁ ତ୍ୱରାନ୍ୱିତ କରାଇବା ପାଇଁ ଏସବୁ ଯାନ ସହାୟକ ହେବ ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ