୬ ବର୍ଷ ପରେ ପୁଣି ପରଦାକୁ ଫେରିବେ ଗ୍ଲୋବାଲ୍ ଆଇକନ୍ ପ୍ରିୟଙ୍କା

ମୁମ୍ବାଇ: ପୁଣି ପରଦାକୁ ଫେରିବେ ବଲିଉଡର ଦେଶୀଗର୍ଲ୍ । ଖୁବଶୀଘ୍ର ବଲିଉଡକୁ କମ୍‌ବ୍ୟାକ୍‌ କରିବାକୁ ଯାଉଛନ୍ତି ହଲିଉଡ୍ ତଥା ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ୍ । ଆଲିଆ-ଭିକିଙ୍କ ଆଗାମୀ ଚଳଚ୍ଚିତ୍ରରେ ନଜର ଆସିବେ ପ୍ରିୟଙ୍କା । ୬ ବର୍ଷ ପରେ ବଲିଉଡକୁ କମ୍‌ବ୍ୟାକ୍‌ କରିବା ଖବର ଶୁଣି ତାଙ୍କ ପ୍ରଶଂସକମାନେ ବେଶ୍‌ ଉତ୍ସାହିତ ହୋଇପଡ଼ିଛନ୍ତି । ଅଭିନେତ୍ରୀଙ୍କୁ ଶେଷଥର ପାଇଁ ବଲିଉଡ୍ ଚଳଚ୍ଚିତ୍ର ‘ଦି ସ୍କାଏ ଇଜ୍ ପିଙ୍କ୍’ରେ ଦେଖିବାକୁ ମିଳିଥିଲା । ଏବେ ପୁଣିଥରେ ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲୀଙ୍କ ଚଳଚ୍ଚିତ୍ରରେ ତାଙ୍କର ଅଭିନୟ ଦକ୍ଷତା ଦେଖାଇବେ ।
ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲୀଙ୍କର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଲଭ୍ ଆଣ୍ଡ୍ ୱାର୍’ରେ ନଜର ଆସିପାରନ୍ତି ଗ୍ଲୋବାଲ୍ ଆଇକନ୍ ପ୍ରିୟଙ୍କା ଚୋପ୍ରା । ଏହି ଚଳଚ୍ଚିତ୍ରରେ ଅଭିନେତ୍ରୀଙ୍କୁ ଗୋଟିଏ ଗୀତରେ ନାଚୁଥିବାର ଦେଖିବାକୁ ମିଳିବ । ତଥାପି, ପ୍ରିୟଙ୍କା ଓ ନିର୍ଦ୍ଦେଶକ ଭଂସାଲୀ ଏପର୍ଯ୍ୟନ୍ତ ଏ ବିଷୟରେ କୌଣସି ବୟାନ ଦେଇ ନାହାଁନ୍ତି।
ରିପୋର୍ଟ ଅନୁଯାୟୀ, ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲୀଙ୍କର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଲଭ୍ ଆଣ୍ଡ୍ ୱାର୍’ରେ ନଜର ଆସିପାରନ୍ତି ଗ୍ଲୋବାଲ୍ ଆଇକନ୍ ପ୍ରିୟଙ୍କା ଚୋପ୍ରା । ଏହି ଚଳଚ୍ଚିତ୍ରରେ ଅଭିନେତ୍ରୀଙ୍କୁ ଗୋଟିଏ ଗୀତରେ ନାଚୁଥିବାର ଦେଖିବାକୁ ମିଳିବ । ତଥାପି, ପ୍ରିୟଙ୍କା ଓ ନିର୍ଦ୍ଦେଶକ ଭଂସାଲୀ ଏପର୍ଯ୍ୟନ୍ତ ଏ ବିଷୟରେ କୌଣସି ବୟାନ ଦେଇ ନାହାଁନ୍ତି । ଭଂସାଲୀଙ୍କ ଏହି ଚଳଚ୍ଚିତ୍ର ‘ଲଭ୍ ଆଣ୍ଡ୍ ୱାର୍’ ରଣବୀର କପୁର, ଆଲିଆ ଭଟ୍ଟ ଓ ଭିକି କୌଶଲଙ୍କ ଭଳି ବଡ଼ ଷ୍ଟାରକାଷ୍ଟଙ୍କୁ ନେଇ ନିର୍ମିତ ହେବାକୁ ଯାଉଛି ।

  • Related Posts

    State-wide fire safety mock drill on March 28

    Bhubaneswar,23/03/2026: The Housing & Urban Development Department, in collaboration with Odisha Fire Services, conducted a sensitization workshop on fire safety awareness and preparedness today. The session was aimed at synchronizing…

    Continue reading
    Heatwave Worries: Outdoor Activity Banned 11 a.m. to 3 p.m.

    Bhubaneswar, 23/03/2026: Odisha govt bans outdoor work from 11 AM to 3 PM in heatwave advisory Anticipating a rise in temperatures in April and a heightened risk of heatwave-related illnesses,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ