ନୂଆପଡ଼ା: ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ସପ୍ତମ ରାଉଣ୍ଡ ସୁଦ୍ଧା ୨୫ ହଜାର ୩୪୬ ଭୋଟ୍ରେ ଆଗୁଆ ରହିଛି। ଜୟ ଢୋଲକିଆଙ୍କୁ ୩୬, ୦୮୮ ଭୋଟ୍ ମିଳିଛି। ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୧୦,୭୪୨ ଭୋଟ୍ ମିଳିଛି। ତୃତୀୟ ସ୍ଥାନରେ ଘାସିରାମଙ୍କୁ ୯, ୪୭୪ ଭୋଟ୍ ମିଳିଛି।

ନୂଆଦିଲ୍ଲୀ : ପିଏମ୍ କେୟାର୍ସ (ପ୍ରାଇମ ମିନିଷ୍ଟର୍ସ ସିଟିଜେନ ଆସିଷ୍ଟାନ୍ସ ଆଣ୍ଡ ରିଲିଫ ଇନ୍ ଏମର୍ଜେନ୍ସି ସିଚୁଏସନ) ପାଣ୍ଠିକୁ ଘରୋଇ ଦାନ ୨୦୨୪-୨୫ରେ ୩୦ ପ୍ରତିଶତ ହ୍ରାସ ପାଇ ୪୭୯ କୋଟି ଟଙ୍କା ରହିଛି । ବିଦେଶୀ ଦାନ ମଧ୍ୟ ୧୮…
ଭୁବନେଶ୍ୱର: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦ୍ଘାତରେ ପରଲୋକ ଘଟିଛି। ଗତ କିଛି ଦିନ ତଳେ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ…