ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି

ଭୁବନେଶ୍ୱର: ସୁଭଦ୍ରା ଟଙ୍କା ମିଳିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ଆସନ୍ତା ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ସୁଭଦ୍ରା କିସ୍ତି ମିଳିବ । ୧ ଲକ୍ଷ ୮୮ ହଜାର ବଞ୍ଚିତ ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା ହେବ । ଯୋଗ୍ୟ ହେଲେ ଅଗଷ୍ଟ ୯ ତାରିଖରେ ସୁଭଦ୍ରା କିସ୍ତି ମିଳିବ । ବଳକା ହିତାଧିକାରୀ ଯୋଗ୍ୟ ହେଲେ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ପାଇବେ । ଜିରୋ ଇନକମ ଟ୍ୟାକ୍ସ ଦେଉଥିବେ, ୨.୫ ଲକ୍ଷରୁ ଉଦ୍ଧ୍ୱର୍ ରୋଜଗାର ଥିଲେ ସୁଭଦ୍ରା ଟଙ୍କା ମିଳିବନି । କୋଟିଆରେ ଘରେ ଘରେ ସୁଭଦ୍ରା ଟଙ୍କା ପହଞ୍ଚିବ । ଏହା ପୂର୍ବରୁ କୋଟିଆ ଯାଇ ସୁଭଦ୍ରା ଏନରୋଲମେଣ୍ଟ ଚେକ କରିବେ । ଅଗଷ୍ଟ ୯ କିସ୍ତି କୋରାପୁଟ ଜୟପୁର ଯାଇ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ପ୍ରଦାନ କରିବେ ।

  • Garvita Odia

    Related Posts

    ବୃଦ୍ଧାଙ୍କୁ କଚାଡ଼ି ମାରିଲା ହାତୀ

    ତେଲକୋଇ: ହାତୀ ଆକ୍ରମଣରେ ବୃଦ୍ଧା ମୃତ। ମୃତକ ହେଲେ କେନ୍ଦୁଝରଜିଲ୍ଲା ତେଲକୋଇ ଥାନା କାଳିଆହତା ପଞ୍ଚାୟତ ଅନ୍ତର୍ଗତ ଗଳଦା ଗ୍ରାମର ସ୍ବର୍ଗତ ଦୀନବନ୍ଧୁ ମାଝୀଙ୍କ ସ୍ତ୍ରୀ ବନିତା ମାଝୀ (୬୫)।ବିଳମ୍ବିତ ରାତି ପ୍ରାୟ ସାଢେ ୧୧ଟା ବେଳେ ୯ ଟିକିଆ ହାତୀ…

    ବୁଣାକାର ସେବା କେନ୍ଦ୍ର ସହ ମିଶନ ଶକ୍ତିର ବୁଝାମଣାପତ୍ର ସ୍ୱାକ୍ଷରିତ

    ଭୁବନେଶ୍ୱର: ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଆଗକୁ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତବ୍ୟକ୍ତ କରିଛନ୍ତି । ମିଶନ ଶକ୍ତି ଭବନର ଅଡିଟରିୟମ ହଲରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କ ଉପସ୍ଥିତିରେ ବୁଣାକାର ମା ଓ…

    Leave a Reply

    Your email address will not be published. Required fields are marked *

    You Missed

    ଭୂକମ୍ପରେ ଥରିଲା ରୁଷ

    ଭୂକମ୍ପରେ ଥରିଲା ରୁଷ

    ବୃଦ୍ଧାଙ୍କୁ କଚାଡ଼ି ମାରିଲା ହାତୀ

    ବୃଦ୍ଧାଙ୍କୁ କଚାଡ଼ି ମାରିଲା ହାତୀ

    ସିନ୍ଧ ନଦୀକୁ ଖସି ପଡ଼ିଲା ଆଇଟିବିପି ଯବାନଙ୍କ ବସ୍

    ସିନ୍ଧ ନଦୀକୁ ଖସି ପଡ଼ିଲା ଆଇଟିବିପି ଯବାନଙ୍କ ବସ୍

    ଯଦି ଇନ୍ଦିରା ଗାନ୍ଧୀଙ୍କ ଭଳି ସାହସ ଅଛି ତେବେ ପ୍ରଧାନମନ୍ତ୍ରୀ କୁହନ୍ତୁ ଯେ ଟ୍ରମ୍ପ ମିଛ କହୁଛନ୍ତି:ରାହୁଲ

    ଯଦି ଇନ୍ଦିରା ଗାନ୍ଧୀଙ୍କ ଭଳି ସାହସ ଅଛି ତେବେ ପ୍ରଧାନମନ୍ତ୍ରୀ  କୁହନ୍ତୁ ଯେ  ଟ୍ରମ୍ପ ମିଛ କହୁଛନ୍ତି:ରାହୁଲ

    ବୁଣାକାର ସେବା କେନ୍ଦ୍ର ସହ ମିଶନ ଶକ୍ତିର ବୁଝାମଣାପତ୍ର ସ୍ୱାକ୍ଷରିତ

    ବୁଣାକାର ସେବା କେନ୍ଦ୍ର ସହ ମିଶନ ଶକ୍ତିର ବୁଝାମଣାପତ୍ର ସ୍ୱାକ୍ଷରିତ

    କେନ୍ଦ୍ର ଶକ୍ତି ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ

    କେନ୍ଦ୍ର ଶକ୍ତି ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ