ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି।

କେନ୍ଦୁଝର ଖଣି ବହୁଳ ଜିଲା ହୋଇଥିବାରୁ ଜିଲାରେ ମାତ୍ରାଧିକ ଗାଡି ଚଳାଚଳ କରିଥାଏ। ଏନେଇ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଥିବା ନଜର ରହିଛି। ଏହାକୁ ଦୃଷ୍ଟିରେ ରଖିବା ସହ ଜିଲାର ଅପହଞ୍ଚ ଅଞ୍ଚଳରେ ଏହି ଅତ୍ୟାଧୁନିକ ଆମ୍ବୁଲାନ୍ସ ସେବା ସହାୟକ ହେବ ବୋଲି କେନ୍ଦୁଝର ଜିଲାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଇଣ୍ଡିଆନ ବାଇବାର୍ଥ ପ୍ରକାଶ କରିଛି। ୩ଟି ଘରୋଇ ସଂସ୍ଥାର ଅନୁଦାନରେ ଏହି ଅତ୍ୟାଧୁନିକ ଆମ୍ବୁଲାନ୍ସ ପ୍ରଦାନ କରାଯାଇଥିବା ସୂଚନା ମିଳିଛି।

  • Related Posts

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ବାମନାଳ:ବହୁ ଚର୍ଚ୍ଚିତ ବଳଙ୍ଗା ନାବାଳିକା ପୋଡ଼ି ମାରିବା ଉଦ୍ୟମ ଓ ଚିକିତ୍ସାଧୀନ ଅବସ୍ଥାରେ ରହସ୍ୟ ଜନକ ଭାବେ ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଚର୍ଚ୍ଚା ହେଉଥିବା ବେଳେ ଆସନ୍ତା ୭ତାରିଖରେ ବିଜେଡି ପକ୍ଷରୁ ୬ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ନିମନ୍ତେ ଏକ…

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍