ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍‌ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ ।

ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ୧୦ଟାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା କରିବେ। ବିଭିନ୍ନ ବିଭାଗ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ସେହିଭଳି ଆଗକୁ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ହେବାକୁ ଥିବାରେ କିଛି ବଡ଼ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି।

  • Garvita Odia

    Related Posts

    ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା

    ଭୁବନେଶ୍ବର: ବଡ଼ଦାଣ୍ଡରେ ବିକ୍ରି ହୋଇପାରିବନି ମଦ ଓ ଆମିଷ। ବଡ଼ଦାଣ୍ଡ ଓ ଶ୍ରୀମନ୍ଦିରର ୨ କିଲୋମିଟର ଅବଧି ମଧ୍ୟରେ ମଦ ବାର ଖେଲାଯିବାକୁ ବାରଣ କରାଯାଇଛି। ଏଥିସହ ଏହି ପରିସର ଭିତରେ ମଦ ଓ ଆମିଷ ବିକ୍ରି ଉପରେ ମଧ୍ୟ ସମ୍ପୂର୍ଣ୍ଣ…

    ଆସୁଛି ଲଘୁଚାପ, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

    ଭୁବନେଶ୍ଵର: ଆସୁଛି ଲଘୁଚାପ। ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ଦେଖା ଦେଇଛି । ରବିବାର ଦକ୍ଷିଣ ପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

    Leave a Reply

    Your email address will not be published. Required fields are marked *

    You Missed

    ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା

    ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା

    ଆସୁଛି ଲଘୁଚାପ, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

    ଆସୁଛି ଲଘୁଚାପ, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

    ବିଦ୍ୟୁତ ଆଘାତରେ 3 ଶ୍ରମିକ ମୃତ

    ବିଦ୍ୟୁତ ଆଘାତରେ 3 ଶ୍ରମିକ ମୃତ

    ଶିଳ୍ପପତି ଓ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ଶିଳ୍ପପତି ଓ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ଚନ୍ଦ୍ରଶେଖରପୁରରେ ହେବ ଓଡିଶା ମଣ୍ଡପ:ପୃଥୀରାଜ

    ଚନ୍ଦ୍ରଶେଖରପୁରରେ ହେବ ଓଡିଶା ମଣ୍ଡପ:ପୃଥୀରାଜ

    ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ରାଜଧାନୀରେ ଗେଷ୍ଟ ହାଉସ୍

    ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ରାଜଧାନୀରେ ଗେଷ୍ଟ ହାଉସ୍