ଏଣିକି ବିଦା ହେବେ ଅପାରଗ , ଅଯୋଗ୍ୟ ଅଧିକାରୀ

ଭୁବନେଶ୍ୱର: ସଚିବ ସ୍ତରୀୟ ବୈଠକରେ ଆସିଲା ବଡ଼ ନିଷ୍ପତ୍ତି। ଏଣିକି ବିଦା ହେବେ ଅପାରଗ , ଅଯୋଗ୍ୟ ଅଧିକାରୀ। ଅପାରଗ , ଅଯୋଗ୍ୟ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ନିଦ୍ଦେର୍ର୍ଶ ଦିଆଯାଇଛି। ଏନେଇ ସବୁ ବିଭାଗର ପ୍ରମୁଖ ସଚିବ ଓ ACSଙ୍କୁ ଚିଠି ହୋଇଛି। GA ବିଭାଗର ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟ ଶାସନ ସଚିବ ଜୋର୍‌ ଦେଇଛନ୍ତି। ସରକାରୀ ଅଧିକାରୀ ବା କର୍ମଚାରୀମାନଙ୍କ କାର୍ଯ୍ୟକୁ ବିଭାଗର ବିଭିନ୍ନ ସ୍ତରରେ ସମୀକ୍ଷା କରାଯିବ। ଏଥିସହିତ ସରକାରୀ କାର୍ଯ୍ୟ ଠିକ୍‌ ଭାବରେ ସମ୍ପାଦନ କରୁନଥିବା ଅପାରଗ ଏବଂ ଆଯୋଗ୍ୟ ଅଧିକାରୀ ବା କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ନିର୍ଦେଶ ଦିଆଯାଇଛି। ଠିକ ସମୟରେ ଅଫିସ ଆସିବା ଉପରେ ବି ଗୁରୁତ୍ୱାରୋପ କରାଯାଇଛି। ତେବେ ଜୁଲାଇ ୩୧ ସୁଦ୍ଧା ଖାଲି ପଦବୀର ତଥ୍ୟ ଦେବାକୁ ନିର୍ଦେଶ ଦିଆଯାଇଛି।

ଅନ୍ୟପଟେ ବଢ଼ିବ ପ୍ରାଶାସନିକ ଅଧିକାରୀଙ୍କ ଦକ୍ଷତା। ସବୁ ବିଭାଗରେ ନିଯୁକ୍ତ ହେବେ ଏଷ୍ଟାବ୍ଲିସମେଣ୍ଟ ଅଫିସର। ସତନ୍ତ୍ର ବା ଅତିରିକ୍ତ ସଚିବ ପାହ୍ୟାର ଅଧିକାରୀଙ୍କୁ ଦାୟିତ୍ୱ ମିଳିବ। ବଦଳି, ନିଯୁକ୍ତି, ପେନସନ, କାର୍ଯ୍ୟାନୁଷ୍ଠାନ କରିବେ ଅଧିକାରୀ।

  • Garvita Odia

    Related Posts

    ମହିଳା ହେଲପଲାଇନ ନଂ-୧୮୧

    ଭୁବନେଶ୍ୱର:: ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ତତ୍ପର ଦେଖାଇଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍‍ ନମ୍ବର ଜାରି କରାଯାଇଛି । ସଠିକ୍‍ ଭାବେ ଆବ୍ୟନ୍ତରୀଣ…

    ସୁଶାସନ ପ୍ରତ୍ୟେକ ଲୋକର ଅଧିକାର:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର : ଲୋକସେବା ଭବନରେ ଆୟୋଜିତ ଦୁଇ ଦିନିଆ ଜାତୀୟ ସୁଶାସନ ଅଭ୍ୟାସ ସମ୍ପର୍କୀତ ସମ୍ମିଳନୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ସମ୍ମିଳନୀରେ ଓଡ଼ିଶା ମଡେଲ ରଖିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଲେ, ବିପର୍ୟ୍ୟୟ ପ୍ରବଣ ରାଜ୍ୟରୁ…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧