କଟକ: କଟକ ଚୌଦ୍ଵାର ଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ଜେଲ୍ ପରିସରରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ କଏଦୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଟାଙ୍ଗୀ ଜରିପଡ଼ାର ବିଷ୍ଣୁପ୍ରସାଦ ସ୍ଵାଇଁ ଏବଂ ସେ ହତ୍ୟା ମାମଲାରେ ଜେଲରେ ଥିଲେ ବୋଲି ଜଣାପଡ଼ିଛି।

ମାଲକାନଗିରି : ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀ ପୁଣିଥରେ ଉପଦ୍ରବ ଆରମ୍ଭ କରିଛନ୍ତି। ଜଣେ ଆତ୍ମସମର୍ପଣକାରୀ ନକ୍ସଲ ନେତାଙ୍କ ପରିବାରର ୨ଜଣଙ୍କ ସମେତ ୩ଜଣଙ୍କୁ ହତ୍ୟା କରିଛନ୍ତି। ଏହାସହ ମାଡ଼ମାରି ୭ଜଣଙ୍କୁ ଆହତ କରିଥିବାବେଳେ ୧୨ଜଣଙ୍କୁ ବିଭିନ୍ନ…
ଆସିକା : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ମୁଣ୍ଡମରାଇ ଗାଁରେ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ସ୍ଵାମୀକୁ ହତ୍ୟା କଲା ନୃଶଂସ ସ୍ତ୍ରୀ। ମୃତକ ଅମର ନାୟକ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ମୁଣ୍ଡମରାଇ ଗାଁର…