ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

ଭୁବନେଶ୍ବର : ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ । ୧୦ ବିଭାଗର ଗ୍ରୁପ୍‌ ସିର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି । ଅଗଷ୍ଟ ୩୧ ତାରିଖ ସୁଦ୍ଧା ନିଯୁକ୍ତି ପକ୍ରିୟା ସାରିବାକୁ ନିର୍ଦ୍ଦେଶ ରହିଛି ।ସର୍ବାଧିକ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୮ ହଜାର ୩୫୮, ପଞ୍ଚାୟତିରାଜ ବିଭାଗର ୪ ହଜାର ୪୨, ସ୍ୱାସ୍ଥ୍ୟ ବିଭାଗର ୩ ହଜାର ୬୭୭ ସହ ୧୦ ବିଭାଗରେ ନିଯୁକ୍ତି ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୦ ବିଭାଗରେ ୪୪ ହଜାର ୯୦୯ ପଦବୀ ଖାଲି ପଡ଼ିଥିବା ବେଳେ ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।

  • Related Posts

    CM Launches Odisha Marine Biotechnology Research & Innovation Corridor

    Ground-breaking Marine Biotech Initiative to Make Odisha a Leader in Blue Economy- CM Bhubaneswar: Chief Minister Shri Mohan Charan Majhi today launched the Odisha Marine Biotechnology Research & Innovation Corridor…

    Continue reading
    ସର୍ବସାଧାରଣ ସ୍ଥାନରୁ ବୁଲା କୁକୁର ହଟାଇବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

    ନୂଆଦିଲ୍ଲୀ: ଦିନକୁ ଦିନ ବୁଲା କୁକୁରଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି । ରାସ୍ତାଘାଟରେ ଚଳପ୍ରଚଳ କରୁଥିବା ବ୍ୟକ୍ତିବିଶେଷ ବା ଗାଡିଚାଳକମାନଙ୍କ ସୁରକ୍ଷାକୁ ସବୁବେଳେ ବିଦପରେ ପକାଉଥିବା ବୁଲା କୁକୁରମାନଙ୍କ ବଢ଼ୁଥିବା ସଂଖ୍ୟାକୁ ବିଚାର କରି ମାନ୍ୟବର ସୁପ୍ରିମ୍‌କୋର୍ଟ ଦିଲ୍ଲୀ-ଏନସିଆରର ସମସ୍ତ ବୁଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    CM Launches Odisha Marine Biotechnology Research & Innovation Corridor

    ସର୍ବସାଧାରଣ ସ୍ଥାନରୁ ବୁଲା କୁକୁର ହଟାଇବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

    ଭାରତ ଦୂତାବାସକୁ ଗ୍ୟାସ, ପାଣି ଯୋଗାଣ ବନ୍ଦ କଲେ ପାକିସ୍ତାନ ସରକାର

    ୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ହେବ ମାଆ କଟକ ଚଣ୍ଡୀଙ୍କ ମନ୍ଦିର ଉନ୍ନତିକରଣ

    ରାଜନଗରରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

    ଇସ୍ରାଏଲ ଆକ୍ରମଣରେ ୫ ଅଲ୍‌ ଜଜିରା ସାମ୍ବାଦିକ ମୃତ