ଚାଇନାକୁ ଲାଗିଲା ଭୂକମ୍ପର ଝଟକା

ବେଜିଂ: ଭୂକମ୍ପରେ ଥରିଲା ଚାଇନା । ସକାଳେ ସକାଳେ ଚାଇନାକୁ ଲାଗିଲା ଭୂକମ୍ପର ଝଟକା । ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ରେକର୍ଡ । ସକାଳ ୬ଟା ୨୯ ଭୂକମ୍ପ ଅନୁଭୂତ ସୂଚନା । ପଶ୍ଚିମ ଚାଇନାରେ ଲାଗିଛି ଏହି ଭୂକମ୍ପର ଝଟକା ।
ତେବେ ଗତକାଲି ତୁର୍କୀରେ ମଧ୍ୟ ମଧ୍ୟମ ଧରଣର ଭୂମିକମ୍ପ ହୋଇଥିଲା । ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୧ ମାପ କରାଯାଇଛି। ଗୁରୁବାର ଅପରାହ୍ନ ପ୍ରାୟ ୩.୪୬ ସମୟରେ ତୁର୍କୀରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। କୁଲୁରୁ ଉତ୍ତର-ପୂର୍ବରେ ୧୪ କିଲୋମିଟର ଦୂରରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ଭୂମିକମ୍ପର ଝଟକା ଅନୁଭବ ହେବା ମାତ୍ରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା ଏବଂ ସେମାନେ ଘରୁ ବାହାରକୁ ଦୌଡ଼ିବାକୁ ଲାଗିଥିଲେ ।

  • Garvita Odia

    Related Posts

    ଆଜି ରାଷ୍ଟ୍ରପତିଙ୍କ ଜନ୍ମଦିବସ

    ନୂଆଦିଲ୍ଲୀ: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଜି ଜନ୍ମଦିବସ । ୧୯୫୮ମସିହା ଜୁନ୍‍ ୨୦ରେ ମୟୂରଭଞ୍ଜ ଜିଲ୍ଲା ରାଜରଙ୍ଗପୁରରେ ଜନ୍ମଗ୍ରହଣ କରିଥିଲେ ଦେଶର ପ୍ରଥମ ନାଗରିକ । ମାଟିର ମୋତି, ମାନବିକତାର ମହନୀୟ ତଥା ସ୍ନେହଶୀଳ ବ୍ୟକ୍ତିତ୍ୱ । ସୁସ୍ଥ, ସୁନ୍ଦର…

    ଆମେରିକା ଯିବ ଏୟାର ଇଣ୍ଡିଆ ବ୍ଲାକ ବକ୍ସ

    ଜୁନ ୧୨ରେ ଅହମଦାବାଦ ଏୟାର ପୋର୍ଟ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏୟାର ଇଣ୍ଡିଆର ବୋଇଂ ୭୮୭-୮ ଡ୍ରିମଲାଇନର ବିମାର ବାକ୍ସ ବକ୍ସ ଅତ୍ୟଧିକ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି। ଉଦ୍ଧାରକାରୀ ଦଳ ଏହାକୁ ଦୁର୍ଘଟଣା ସ୍ଥଳରୁ ଠାବ କରିଥିଲେ ହେଁ ଏଥିରୁ…

    Leave a Reply

    Your email address will not be published. Required fields are marked *

    You Missed

    ଜଗନ୍ନାଥଙ୍କ ପାଇଁ ଟ୍ରମ୍ପଙ୍କୁ ମନା କଲି: ମୋଦୀ

    ଜଗନ୍ନାଥଙ୍କ ପାଇଁ ଟ୍ରମ୍ପଙ୍କୁ ମନା କଲି: ମୋଦୀ

    କଂଗ୍ରେସ ମଡେଲରେ ସୁଶାସନ ନଥିଲା:ମୋଦୀ

    କଂଗ୍ରେସ ମଡେଲରେ ସୁଶାସନ ନଥିଲା:ମୋଦୀ

    ‘ଭିଜନ ଡକ୍ୟୁମେଣ୍ଟ’ ପୁସ୍ତକ ଉନ୍ମୋଚନ

    ‘ଭିଜନ ଡକ୍ୟୁମେଣ୍ଟ’ ପୁସ୍ତକ ଉନ୍ମୋଚନ

    ଭାରତର ପେଟ୍ରୋ କେମିକାଲ୍ସ ହବ୍‌ ହେବ ଓଡ଼ିଶା: ମୋଦୀ

    ଭାରତର ପେଟ୍ରୋ କେମିକାଲ୍ସ ହବ୍‌ ହେବ ଓଡ଼ିଶା: ମୋଦୀ

    ‘ଜୟ ଜଗନ୍ନାଥ’ରୁ ଭାଷଣ ଆରମ୍ଭ କଲେ ମୋଦୀ

    ‘ଜୟ ଜଗନ୍ନାଥ’ରୁ ଭାଷଣ ଆରମ୍ଭ କଲେ ମୋଦୀ

    ମୋଦୀଙ୍କ ହାତରେ ଦେଶ ସୁରକ୍ଷିତ: ମୁଖ୍ୟମନ୍ତ୍ରୀ

    ମୋଦୀଙ୍କ ହାତରେ ଦେଶ ସୁରକ୍ଷିତ: ମୁଖ୍ୟମନ୍ତ୍ରୀ