ଦକ୍ଷିଣ ଆଫ୍ରିକା ବିଶ୍ଵ ଟେଷ୍ଟ ଚମ୍ପିଆନ

ବିଶ୍ଵ ଟେଷ୍ଟ ଚମ୍ପିଆନ ହୋଇଛି ଦକ୍ଷିଣ ଆଫ୍ରିକା। ବିଶ୍ଵ ଟେଷ୍ଟ ଚମ୍ପିଆନଶିପ(ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଷ୍ଟ୍ରେଲିଆକୁ ୫ ଉଇକେଟରେ ହରାଇ ଏହି ଆଇସିସି ଟ୍ରଫି ହାସଲ କରିଛି। ଦୀର୍ଘ ୨୭ ବର୍ଷ ପରେ ଦଳ ଡବ୍ଲ୍ୟୁଟିସି ଜିତି ଇତିହାସ ରଚିଛି। ଦଳର ଏହି ବିଜୟ ପଛରେ ଏଡେନ ମର୍କରମଙ୍କ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ସେ ୧୩୬ ରନ କରି ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ।
ଅଷ୍ଟ୍ରେଲିଆର ଲର୍ଡ୍ସ ପଡ଼ିଆରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୨୧୨ ରନ ସଂଗ୍ରହ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୧୩୮ ରନ କରିଥିଲା। ୨ୟ ପାଳିରେ ଅଷ୍ଟ୍ରେଲିଆ ୨୦୭ ରନ କରିବା ସହିତ ଦକ୍ଷିଣ ଆଫ୍ରିକାକୁ ୨୮୨ ରନର ବିଜୟଲକ୍ଷ୍ୟ ଦେଇଥିଲା। ଏହି ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୫ ଉଇକେଟ ହରାଇ ସଂଗ୍ରହ କରିନେଇଥିଲା। ୧୯୯୮ରେ ଦକ୍ଷିଣ ଆଫ୍ରିକା ଶେଷ ଥର ଲାଗି ଏକମାତ୍ର ଦଳ ଭାବେ ଏହି ଟ୍ରଫି ଜିତିଥିଲା।

  • Garvita Odia

    Related Posts

    ୨୦୨୫-୨୭ ବିଶ୍ବ ଟେଷ୍ଟ ଚମ୍ପିଆନ୍‌ସିପ ଲାଗି ଖେଳସୂଚୀ ପ୍ରସ୍ତୁତ

    ଦୁବାଇ: ଆନ୍ତର୍ଜାତିକ କ୍ରିକେଟ୍‌ ପରିଷଦ (ଆଇସିସି) ୨୦୨୫-୨୭ ବିଶ୍ବ ଟେଷ୍ଟ ଚମ୍ପିଆନ୍‌ସିପ୍‌ ଲାଗି ଖେଳସୂଚୀ ଘୋଷଣା କରିଛି। ଏହି ୨ ବର୍ଷରେ ୯ଟି ପ୍ରତିଯୋଗୀ ଦେଶ ମୋଟ ୭୧ଟି ଟେଷ୍ଟମ୍ୟାଚ୍‌ ଖେଳିବେ। ଜୁନ୍‌ ୧୭ରୁ ବିଶ୍ବ ଟେଷ୍ଟ ଚମ୍ପିଆନ୍‌ସିପ୍‌ର ୪ର୍ଥ ତଥା…

    ମାଆଙ୍କୁ ହୃଦଘାତ; ଭାରତ ଫେରିଲେ ଗମ୍ଭୀର

    ନୂଆଦିଲ୍ଲୀ: ଘରୋଇ ଇଂଲଣ୍ଡ ଦଳ ବିପକ୍ଷରେ ଭାରତୀୟ କ୍ରିକେଟ୍‌ ଦଳ ଗୁରୁତ୍ବପୂର୍ଣ୍ଣ ୫-ମ୍ୟାଚ୍‌ର ଟେଷ୍ଟ ଶୃଙ୍ଖଳା ଖେଳିବାକୁ ଯାଉଛି। ତେନ୍ଦୁଲକର-ଆଣ୍ଡରସନ୍ ଟ୍ରଫି ନାମରେ ନାମିତ ଏହି ଟେଷ୍ଟ ଶୃଙ୍ଖଳାର ସପ୍ତାହକ ପୂର୍ବରୁ ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ସ୍ବଦେଶ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !