ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

କଟକ : ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା । ରେଭେନ୍ସା ବାଳିକା ବିଦ୍ୟାଳୟ ଛାତ୍ରୀନିବାସରେ ଘଟିଛି ଘଟଣା । ଛାତ୍ରୀନିବାସରେ ଦଶମ ଶ୍ରେଣୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରୀ ଜଣକ ଢେଙ୍କାନାଳ ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ଛାତ୍ରୀଙ୍କ ମୃତ୍ୟୁ ଖବର ପାଇଁ ପରିବାର ଲୋକ ସ୍କୁଲରେ ପହଞ୍ଚିଥିଲେ। ସ୍କୁଲ କର୍ତ୍ତୃପକ୍ଷଙ୍କ ନାମରେ ଛାତ୍ରୀଙ୍କ ପରିବାର ଲୋକ ଥାନାରେ ଅଭିଯୋଗ କରିଛନ୍ତି। ମୃତ ଛାତ୍ରୀ ଙ୍କ ବାପା ପୋଲିସ ରେ କାର୍ଯ୍ୟରତ ବୋଲି ଜଣାପଡିଛି । ଛାତ୍ରୀଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ପୋଲିସ ଘଟଣାର ତଦନ୍ତ କରୁଛି।

  • Related Posts

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମୋହନା: ପୁଣି ଗୁଣି ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟାକରି ଜଙ୍ଗଲରେ ପୋତି ଦେଇଥିବା ଅଭିଯୋଗ ହୋଇଛି । ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା କୁସୁମପୁର ଗାଁରେ । ମୃତକ ଜିରାଙ୍ଗ ପଞ୍ଚାୟତ କମଳାପୁର ଗାଁର କରୁଣାକର ଦଳାଇ(୩୦) ।…

    ଚାଞ୍ଚଲ୍ୟକର ପ୍ରତିକ୍ରିୟା:ବୋଲି ଝିଅ ନିଜେ ଆତ୍ମହତ୍ୟା କରିଛି

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଛାତ୍ରୀ ପୋଡ଼ି ଘଟଣାରେ ଚାଞ୍ଚଲ୍ୟକର ପ୍ରତିକ୍ରିୟା ରଖିଛନ୍ତି ମୃତ ଛାତ୍ରୀଙ୍କ ବାପା । ସେ କହିଛନ୍ତି, ମୋ ଝିଅ ବାନ୍ଧି ହୋଇ ପୋଡ଼ି ମରିଥିବା ମୁଁ ଅନୁମାନ କରୁଛି । ତାର ବାନ୍ଧି ହୋଇ ପୋଡ଼ି…

    Leave a Reply

    Your email address will not be published. Required fields are marked *

    You Missed

    MoU signed to foster Bio-economy in state

    Odisha Eyes Greener Roads: Plastic Waste to Pave the Way

    Pavitra Mohan Pradhan Medical College (PMPMC) will have 200 MBBS students in 2025-26

    ନାଟର ଗୋବର୍ଦ୍ଧନ ଅପରାଜିତା

    Breastfeeding brings the child closer to the mother’s heart : Dy CM Smt. Pravati Parida

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”