ଦେଢ ଶହ ଲିଟରରୁ ଉର୍ଦ୍ଧ୍ୱ ନିଶା କଫ୍‌ ସିରପ୍‌ ଜବତ

କଟକ: ଜବତ ହେଲା ଦେଢ ଶହ ଲିଟରରୁ ଉର୍ଦ୍ଧ୍ୱ ନିଶା କଫ୍‌ ସିରପ୍‌ । ନିଶା କଫ୍‌ ସିରପ୍‌ ବିକ୍ରି ଅଭିଯୋଗରେ ଜଣଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତ ଠାରୁ ଏକ କାର୍‌ ମଧ୍ୟ ଜବତ କରିଛି କଟକ ବୟାଳିଶ ମୌଜା ଥାନା ପୋଲିସ ।

ସୂଚନା ମୁତାବକ, କଟକ ସଦର ଅଞ୍ଚଳରେ ବହୁ ମାତ୍ରାରେ ବେଆଇନ୍‌ ନିଶା କଫ୍‌ ସିରପ୍‌ ପ୍ରସ୍ତୁତ ହେଇଥିବା ନେଇ ପୋଲିସ ଏକ ବିଶେଷ ସୂତ୍ରରୁ ଖବର ପାଇଥିଲା । ଖବର ପାଇ ହଠାତ ଉକ୍ତ ସ୍ଥାନରେ ଚଢାଉ କରିଥିଲା ପୋଲିସ । ସେଠାରେ ଚଢାଉ କରି ଦେଢ ଶହ ଲିଟରରୁ ଉର୍ଦ୍ଧ୍ୱ ନିଶା କଫ୍‌ ସିରପ୍‌ ଜବତ କରିଛି ପୋଲିସ । ଏହା ସହ ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କୁ ଗିରଫ କରି ଏକ କାର୍‌ ଜବତ କରିଛି କଟକ ବୟାଳିଶ ମୌଜା ଥାନା ପୋଲିସ ।

  • Related Posts

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ କାଠିଆପଡ଼ା ଗ୍ରାମର କଲେଜ ଛାତ୍ରୀ ଜଳିଯିବା ମାମଲାରେ ବଡ଼ ଅପ୍‌ଡେଟ୍। ଅଭିଯୁକ୍ତ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୁଲିସ। ତାଙ୍କ ମୋବାଇଲ ଜବତ ହୋଇଥିବା ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ସୁରାକ ମିଳିଛି। ସବୁ…

    ଯୁବତୀଙ୍କୁ ଉଠାଇ ନେଲେ

    ଉଦଳା: ବାପା-ମା’ଙ୍କ ସହିତ ବଜାର ଯାଇଥିଲେ ଯୁବତୀ । ଦୋକାନ ବାହାରେ ଆସି ଛିଡା ହୋଇଥିବା ବେଳେ ଅଚାନକ ୪ ଜଣ ଯୁବକ ମାସ୍କ ପିନ୍ଧି ବାଇକରେ ଆସି ଯୁବତୀଙ୍କୁ ଉଠାଇ ନେଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ