ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ତୁରୁଡ଼ିହି ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ପ୍ରାୟ କୋଟିଏ ଟଙ୍କା ଆତ୍ମସାତ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ତୁରୁଡ଼ିହି ପଞ୍ଚାୟତର ପିଇଓ ସୁରେନ୍ଦ୍ର ଭତ୍ରା। ତାଙ୍କୁ ଭିଜିଲାନ୍ସ ଗିରଫ କରିଥିବା ଜଣାଯାଇଛି । ତୁରୁଡ଼ିହି ପଞ୍ଚାୟତରେ ଆର୍ଥିକ ଅନିୟମିତତା ନେଇ ପୂର୍ବରୁ ଦୁଇ ପଞ୍ଚାୟତର ସରପଞ୍ଚ ଓ ରାଇଘର ବିଡିଓ କୁନ୍ଦେଇ ଥାନାରେ ଅଭିଯୋଗ କରିଥିଲେ । ସେହି ଅଭିଯୋଗ ଆଧାରରେ ତୁରୁଡ଼ିହି ପଞ୍ଚାୟତ ପିଇଓ ସୁରେନ୍ଦ୍ର ଭତ୍ରାଙ୍କୁ ଗିରଫ କରିଛି ଭିଜିଲାନ୍ସ।
ଉନ୍ନୟନ ମୂଳକ କାର୍ୟ୍ୟ ନିମନ୍ତେ ଆସିଥିବା ଅନୁଦାନରୁ ପ୍ରାୟ କୋଟିଏ ୩୦ ଲକ୍ଷ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ପରେ ନିଲମ୍ବିତ ଥିବା ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ କାର୍ୟ୍ୟ ନିର୍ବାହୀ ଅଧିକାରୀ (ପିଇଓ) ସୁରେନ୍ଦ୍ର ଭତ୍ରାଙ୍କୁ ଆଜି ଭିଜିଲାନସ୍ ଗିରଫ କରିଥିବା ଜଣାପଡିଛି ଜ୍ଝ ବିଳମ୍ବିତ ରାତିରେ ଭିଜିଲାନ୍ସର ଏକ ଟିମ୍‌ ମନ୍ତ୍ରୀଗୁଡ଼ା ସ୍ଥିତ ତାଙ୍କ ବାସଭବନ ଉପରେ ଚଢାଉ କରି ଗିରଫ କରିବା ପରେ ତଦନ୍ତ ନିମନ୍ତେ ତାଙ୍କୁ ଜୟପୁର ଜିଲ୍ଲା ଭିଜିଲାନ୍ସ କାର୍ୟ୍ୟାଳୟକୁ ନିଆଯାଇଛି କ୍ଷ

ପ୍ରକାଶ ଥାଉକି ତୁରୁଡ଼ିହି ଓ କଚରାପାରା-୩ ଗ୍ରାମପଂଚାୟତରେ କାର୍ୟ୍ୟରତ ଥିବା ସମୟରେ ଉନ୍ନୟନ ମୂଳକ କାର୍ୟ୍ୟ ବାବଦକୁ ଆସିଥିବା ଅନୁଦାନରୁ ଏକ କୋଟି ୩୦ ଲକ୍ଷ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା ଜ୍ଝ ଏହି ଘଟଣାରେ ରାଇଘର ବିଡିଓ ଶ୍ରୀ ଭତ୍ରାଙ୍କ ବିରୋଧରେ ଥାନାରେ ଏତଲା ଦେବା ପରେ ଗତ ସେପଟେମ୍ବର ୩ ତାରିଖ ଦିନ ସୁରେନ୍ଦ୍ର ଭତ୍ରାଙ୍କୁ ନିଲମ୍ବିତ କରାଯାଇଥିଲା ଜ୍ଝ

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା