ପିଏମଜି ତାତି:ରୁଲିଂ ଦାବି କଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର: ବିଧାନସଭାରେ ଉଠିଲା ପିଏମଜି ତାତି ପ୍ରସଙ୍ଗ । ଆଜି ବିଧାନସଭାରେ ବିଜେଡି ସଦସ୍ୟ ଏମବିକେ ଓ ସିଆରପିମାନେ ଲୋୟର ପିଏମଜିରେ କରୁଥିବା ଆନେ୍ଦାଳନ ପ୍ରସଙ୍ଗ ଉଠାଇଛନ୍ତି । ଏହି ଅବସରରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ରୁଲିଂ ଦାବି କରିଛନ୍ତି ।

ରାଜଧାନୀ ଛାତିରେ ଗର୍ଜନ କରୁଛନ୍ତି ବିଜୁ ଶ୍ରମିକ ସାମୁଖ୍ୟ ସଙ୍ଘ । ନୂଆ ସରକାର ଆସିବା ପରେ ୯ମାସ ଧରି ଦରମା ମିଳିନଥିବା ସେମାନେ ଅଭିଯୋଗ କରିଛନ୍ତି । ନ୍ୟାୟ ପାଇଁ ଲୋୟର ପିଏମଜିରେ ଠୁଳ ହୋଇଛନ୍ତି ହଜାର ହଜାର କର୍ମୀ । ବାରମ୍ବାର ଅଭିଯୋଗ କରିବା ସତ୍ତ୍ବେ ମଧ୍ୟ ସରକାର ଶୁଣୁନଥିବାରୁ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହୋଇଛନ୍ତି କର୍ମଚାରୀ ।

ରାଜଧାନୀରେ ଅଲ୍ ଓଡ଼ିଶା ଜିପିଏଲଫ ମିଶନଶକ୍ତି କର୍ମୀ ସଂଘ ସହ ଅନୁବନ୍ଧିତ ରାଜ୍ୟ ବିଜୁ ଶ୍ରମିକ ସାମୁଖ୍ୟ ସଙ୍ଘର ଗର୍ଜନ। ୬ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ୯ ମାସ ଦରମା ପ୍ରଦାନ ଦାବିରେ ଆନ୍ଦୋଳନ । ଲୋୟର ପିଏମଜିରେ ଠୁଳ ହୋଇଛନ୍ତି ହଜାର ହଜାର କର୍ମୀ। ଏମବିକେ, ବ୍ୟାଙ୍କ୍ ମିତ୍ର, ଏଲଏସପି, ସିଆରପି, କୃଷି ମିତ୍ର ଓ ପ୍ରାଣୀ ମିତ୍ର ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି। ନୂଆ ସରକାର ଆସିବା ପରେ କୌଣସି କାରଣ ନ ଥାଇ ୯ ମାସ ଧରି ଦରମା ଦେଇନଥିବା ସେମାନେ ଅଭିଯୋଗ କରିଛନ୍ତି। ବାରମ୍ବାର ଜଣାଇବା ସତ୍ତ୍ଵେ ସରକାର କିଛି ଶୁଣୁ ନାହାନ୍ତି। ଏପ୍ରିଲ ମାସରୁ ଆଜି ପର୍ୟ୍ୟନ୍ତ ଦରମା ମିଳି ନାହିଁ। ତେଣୁ ଆନ୍ଦୋଳନ କରାଯାଉଛି।

  • Related Posts

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଭୁବନେଶ୍ୱର : ଓଡ଼ିଶାର ପୁରୀ ଜିଲ୍ଲା ବଳଙ୍ଗାରେ ଜଣେ ୧୫ ବର୍ଷୀୟ ନାବାଳିକାକୁ ତିନି ଜଣ ଦୁବୃର୍ତ୍ତ ଅପହରଣ କରି ଜୀବନ୍ତ ପୋଡ଼ିଦେଲେ । ପୁରୀରୁ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ ଅଣା ଯାଇଥିଲା ତା ଜୀବନ ବଞ୍ଚାଇବା…

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ…

    Leave a Reply

    Your email address will not be published. Required fields are marked *

    You Missed

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    କେନାଲକୁ ଖସିଲା କାର୍:୧୧ ମୃତ

    କେନାଲକୁ ଖସିଲା କାର୍:୧୧ ମୃତ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ