ପୁଣି ରାଜା ଚକ୍ରଙ୍କ ଘରେ ଚଢାଉ

ଭୁବନେଶ୍ୱର: ପୁଣିଥରେ ରାଜା ଚକ୍ରଙ୍କ ଘରେ ଚଢାଉ । ଟଙ୍କା ହେରଫେର ଘଟଣାରେ ରାଜାଙ୍କ ଘରେ ଇଓଡବ୍ଲ୍ୟୁ ଚଢାଉ କରିଛି । ବହୁ ଚର୍ଚ୍ଚିତ ଶୁଆକାଟୀ ଗନ୍ଧମାର୍ଦ୍ଦନ ଲୋଡିଙ୍ଗ୍‌ ଏଜେନ୍ସିରେ ଟଙ୍କା ହେରଫେର ଘଟଣାରେ ରାଜାଙ୍କ ଘରେ ଚଢଉ ହୋଇଛି । ଜଣେ ଏଏସପିଙ୍କ ନେତୃତ୍ଵରେ ଗୋଟିଏ ଟିମ୍ ରାଜାଙ୍କ ଜଗନ୍ନାଥପୁର ସ୍ଥିତ ଘରେ ଚଢାଉ ଜାରି ରଖିଛି । ବହୁ ସମୟ ଧରି ତାଙ୍କ ଘରେ ଯାଞ୍ଚ୍‌ ଚାଲିଛି । ତେବେ ରାଜା ଗିରଫ ପରେ ଇଓଡବ୍ଲ୍ୟୁ ତାଙ୍କୁ ରିମାଣ୍ଡରେ ଆଣିଥିଲା । ରିମାଣ୍ଡ ସମୟରେ କିଛି ତଥ୍ୟ ଆଧାରରେ ପୁଣି ଚଢାଉ କରାଯାଇଥିବା ଅନୁମାନ କରାଯାଉଛି । ଏହା ସହିତ ଆହୁରି କିଛି ଠିକଣାରେ ଇଓଡବ୍ଲ୍ୟୁ ଚଢାଉ କରିବାର ଯୋଜନା ରହିଛି ।

  • Related Posts

    କୋଟିପତି ବୌଦ୍ଧ ଏମଭିଆଇ ଗିରଫ

    ବୌଦ୍ଧ: କୋଟିପତି ବୌଦ୍ଧ ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦା ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପରିବହନ ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ । ଗତକାଲି ଭିଜିଲାନ୍ସ ଚଢ଼ାଉ ବେଳେ ତାଙ୍କଠାରୁ ୪୪ଟି ପ୍ଲଟ୍‌ , ୧ କେଜି ସୁନା, ୨…

    ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, 2 ଛାତ୍ର ଗିରଫ

    ବାଲେଶ୍ବର: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ 2 ଗିରଫ । ଛାତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ଅଭିଯୋଗରେ ଗତକାଲି(ରବିବାର) ଦୁଇ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ସେମାନେ ହେଲେ ଶୁଭ୍ରସମ୍ବିତ ନାୟକ ଓ ଜ୍ୟୋତିପ୍ରକାଶ ବିଶ୍ୱାଳ…

    Leave a Reply

    Your email address will not be published. Required fields are marked *

    You Missed

    ମହିଳାଙ୍କ ନାଇଟ୍ ସିଫ୍ଟ ପ୍ରସଙ୍ଗରେ ଏହା କହିଲେ ପ୍ରମିଳା ମଲ୍ଲିକ

    ମହିଳାଙ୍କ ନାଇଟ୍ ସିଫ୍ଟ ପ୍ରସଙ୍ଗରେ ଏହା କହିଲେ ପ୍ରମିଳା ମଲ୍ଲିକ

    ପୀଡ଼ିତାଙ୍କୁ ରକ୍ଷା କରିଥିବା ସହପାଠୀମାନଙ୍କୁ ଦାୟୀ କରିବା ଏକ ରାଜନୈତିକ ଷଡ଼ଯନ୍ତ୍ର:ଏବିଭିପି

    ପୀଡ଼ିତାଙ୍କୁ ରକ୍ଷା କରିଥିବା ସହପାଠୀମାନଙ୍କୁ ଦାୟୀ କରିବା ଏକ ରାଜନୈତିକ ଷଡ଼ଯନ୍ତ୍ର:ଏବିଭିପି

    ଅନ୍ତିମ ଟେଷ୍ଟ: ୬ ରନରେ ମ୍ୟାଚ୍‌ ଜିତିଲା ଭାରତ

    ଅନ୍ତିମ ଟେଷ୍ଟ: ୬ ରନରେ ମ୍ୟାଚ୍‌ ଜିତିଲା ଭାରତ

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ୭ରେ ପୁରୀ ବିଜେଡିର ହରତାଳ

    ୭ରେ ପୁରୀ ବିଜେଡିର ହରତାଳ