ଫାଣ୍ଡି ଅଧିକାରୀ ନିଲମ୍ବିତ

ବାଲେଶ୍ୱର: ଲୁଗା ଦୋକାନରୁ ଚୋରି କରିବା ଅଭିଯୋଗରେ ଯୁବକକୁ ପିଟି ପିଟି ମାରିଦେବା ଘଟଣାରେ ନିଲମ୍ବିତ ହୋଇଛନ୍ତି ଫାଣ୍ଡି ଅଧିକାରୀ। ଦାୟିତ୍ୱରେ ଅବହେଳା ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି। ଏହି ମାମଲାରେ ବାଲେଶ୍ୱର ଏସ୍‌ପି ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତିଙ୍କୁ ନିଲମ୍ବିତ କରିଛନ୍ତି।

ଏପରି ଜଘନ୍ୟ କାଣ୍ଡ ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ସାର୍ଥା ଗ୍ରାମରେ ଗତ ୨୨ ତାରିଖରେ ଘଟିଥିଲା। । ଦିନ ଦ୍ୱିପ୍ରହରରେ ଏପରି ଅଭାବନୀୟ କାଣ୍ଡ ଫାଣ୍ଡିଠୁ ମାତ୍ର ୫ଶହ ମିଟର ଦୂରରେ ଘଟିଥିଲା। ଏନେଇ ପରିବାର ଲୋକେ ଫାଣ୍ଡି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତିଙ୍କୁ ସୂଚନା ଦେବା ସହ ତୁରନ୍ତ ପହଞ୍ଚି ସମସ୍ତଙ୍କୁ ମୁକୁଳାଇବାକୁ ଗୁହାରୀ କରିଥିଲେ। ମାତ୍ର ଫାଣ୍ଡି ଅଧିକାରୀ ଏହାକୁ କର୍ଣ୍ଣପାତ କରିନ ଥିଲେ। ଫଳରେ ଖୁଣ୍ଟରେ ବନ୍ଧା ହୋଇଥିବା ଅବସ୍ଥାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା