ବରିଷ୍ଠ ନାଗରିକ ତୀର୍ଥ ଯୋଜନା: ସାମିଲ ହେବେ ୮ ହଜାର ଯାତ୍ରୀ

ଭୁବନେଶ୍ବର : ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥ ଯୋଜନାର ଆରମ୍ଭ ହେବ । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହା ରାଜ୍ୟ ପର୍ୟ୍ୟଟନ ବିଭାଗ ଏବଂ ଆଇଆରସିଟିସିର ମିଳିତ ସହଭାଗିତାରେ କାର୍ୟ୍ୟକାରୀ ହେବ।

ପ୍ରତି ପ୍ରର୍ୟ୍ୟାୟ ତୀର୍ଥଯାତ୍ରା ଅବଧି ମୋଟ ୫ ରାତ୍ରି ୬ ଦିନ ମଧ୍ୟରେ ସୀମିତ ରହିବ। ରାଜ୍ୟର ୧୦ଟି ସ୍ଥାନରୁ ଏସ୍କର୍ଟ୍‌ ଅଧିକାରୀଙ୍କ ସମେତ ୮୦୦ ଜଣ ଲେଖାଏଁ ତୀର୍ଥଯାତ୍ରୀ ଯିବେ। ମୋଟ ୮୦୦୦ ତୀର୍ଥ ଯାତ୍ରୀ ଅଯୋଧ୍ୟା-ବାରାଣସୀ, ଉଜ୍ଜୟିନୀ-ଓଁକାରେଶ୍ୱର ଏବଂ ରାମେଶ୍ୱରମ୍-ମଦୁରାଇ ଆଦି ତୀର୍ଥସ୍ଥାନକୁ ତୀର୍ଥଯାତ୍ରାରେ ଯିବେ ।

  • Garvita Odia

    Related Posts

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ଆରମ୍ଭ ହେବ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ’। ଆଜି ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟମାନଙ୍କରେ…

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନସେସ୍ (ଆଇଏଏସ୍)ରେ ବୁଧବାର ଚତୁର୍ଦ୍ଧଶ ସ୍ୱାମୀନାଥନ ବକ୍ତୃତାମାଳା ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ବକ୍ତୃତାମାଳାରେ ଉତରବଙ୍ଗ କୃଷି ବିଶ୍ୱବିଦ୍ୟାଳୟର ପ୍ରଫେସର ତଥା କୃଷି ସମ୍ପ୍ରସାରଣ ବିଜ୍ଞାନୀ ଭାବେ…

    Leave a Reply

    Your email address will not be published. Required fields are marked *

    You Missed

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ  କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼