ବଲାଙ୍ଗିରରେ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ବଲାଙ୍ଗିର: ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ । ଆଦି ସଂସ୍କୃତି ଆଦି ପରମ୍ପରାର ପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହେଲା । ବଲାଙ୍ଗିର ଶୈଳଶ୍ରୀ ପ୍ୟାଲେସ ଠାରେ ରବିବାର ଏନେଇ ତାରିଖ ଓ ସମୟ ଘୋଷଣା କରିଛନ୍ତି ରାଜ ପୁରୋହିତ । ମା’ ପାଟଣେଶ୍ୱରୀ, ମା’ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ସହ ପାଟଣା ମହାରାଜଙ୍କ ରାଶି ନକ୍ଷତ୍ର ଅନୁଯାୟୀ ପଣ୍ଡିତ ମହାସଭାରେ ଲଗ୍ନ ଧାର୍ଯ୍ୟ ନିର୍ଦ୍ଧାରିତ ହୋଇଛି ।

ତେବେ ଭାଦ୍ରବ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଆସନ୍ତା ମାସ ୨୮ ତାରିଖ ଦିନ ୯ଟା ୪୭ ମିନିଟ୍‌ରୁ ୧୧ଟା ୧୧ ମିନିଟ୍ ମଧ୍ୟରେ ନବାନ୍ନ ଲାଗି ହେବ । ନୂଆଁଖାଇର ଆଦ୍ୟ ପରମ୍ପରା ପ୍ରଥମ କାର୍ଯ୍ୟ ଯାହା କି ଏହି ଲଗ୍ନ ଧାର୍ଯ୍ୟ ପରମ୍ପରା । ପ୍ରତିବର୍ଷ ବଲାଙ୍ଗିର ଜିଲ୍ଲାରେ ପ୍ରଥମେ ଧାର୍ଯ୍ୟ ହୋଇଥାଏ ନୂଆଁଖାଇ ଲଗ୍ନ ।

  • Garvita Odia

    Related Posts

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ଭୁବନେଶ୍ବର: ରାଜ୍ୟରେ ବଢି ଚାଲିଛି ନାରୀ ନିର୍ୟାତନା । ନାରୀ ଓ ଶିଶୁଙ୍କ ସୁରକ୍ଷା ପାଇଁ ସଂସଦ ଭବନ ପରିସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀ ତଳେ ବିଜେଡି ସାଂସଦମାନେ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିଛନ୍ତି। ରାଜ୍ୟରେ ବଢି ଚାଲିଥିବା ନାରୀ ନିର୍ୟାତନା ଏବଂ…

    ତୃତୀୟ ପର୍ୟ୍ୟାୟ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

    ଜୟପୁର: ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସିବେ । ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । କୋଟିଆ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବେ । ଉପମୁଖ୍ୟମନ୍ତ୍ରୀ…

    Leave a Reply

    Your email address will not be published. Required fields are marked *

    You Missed

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

    ବିମାନ ଚଳାଚଳ ନେଇ ରାଜ୍ୟସଭାରେ ଏହି ଦାବି କଲେ ମାନସ ମଙ୍ଗରାଜ

    ବିମାନ ଚଳାଚଳ ନେଇ ରାଜ୍ୟସଭାରେ ଏହି ଦାବି କଲେ  ମାନସ ମଙ୍ଗରାଜ

    ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ

    ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ

    ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଝଟକା

    ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପ ଝଟକା

    ତୃତୀୟ ପର୍ୟ୍ୟାୟ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

    ତୃତୀୟ ପର୍ୟ୍ୟାୟ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

    ସୁବର୍ଣ୍ଣରେଖା, ବୈତରଣୀ, ଜଳକାର ଜଳସ୍ତର କମିଛି

    ସୁବର୍ଣ୍ଣରେଖା, ବୈତରଣୀ, ଜଳକାର ଜଳସ୍ତର କମିଛି