ବିଚ୍ ରାସ୍ତାରେ ଭୁଜାଲି ମାଡ଼

ବାରିପଦା : ମୟୁରଭଞ୍ଜ ଜିଲ୍ଲା ବାରିପଦାରେ ଅଭାବନୀୟ ଘଟଣା । ଷ୍ଟେସନ ବଜାର ସ୍ଥିତ ମଦ ଦୋକାନ କର୍ମଚାରୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଛି । ସ୍ଥିତି ଏପରି ହୋଇଥିଲା କି ବିଚ୍‌ ବଜାରରେ ଭୁଜାଲି ବୁଲାଇଥିଲେ ଦୁର୍ବୃତ୍ତ । ଯେଉଁଥିରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ପିଆରଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି ।
ବୁଧବାର ଦିନ ବାରିପଦା ଷ୍ଟେସନ ବଜାରରେ ଥିବା ଏକ ମଦ ଦୋକାନର କର୍ମଚାରୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଛି । କୌଣସି କାରଣକୁ ନେଇ ଦୁର୍ବୃତ୍ତମାନେ ଦୋକାନ କର୍ମଚାରୀଙ୍କୁ ଅତର୍କିତ ଭାବେ ଆକ୍ରମଣ କରିଥିଲେ ଦୁର୍ବୃତ୍ତ । ଯେଉଁଥିରେ ଯୁବକ ଜଣଙ୍କ ଗୁରୁତର ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଆକ୍ରମଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛି । ଏହାସହ ଆକ୍ରମଣରେ ସାମିଲ ଥିବା ଦୁର୍ବୃତ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିବା ସୂଚନା ମିଳିଛି ।

  • Garvita Odia

    Related Posts

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

    ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ

    କେନ୍ଦୁଝର: ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ମେଲାଣ ରଙ୍ଗମାଟିଆ ସାହିରେ ଅଘଟଣ । ପୁଅର ଟାଙ୍ଗିଆ ଚୋଟରେ ମାଆର ମୃତ୍ୟୁ ହୋଇଛି । ମୃତକ ହେଲେ ଗ୍ରାମର ରିଣ୍ଡି ସୋରେନ । ମହିଳାଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ