ବିଜେଡି ବିଧାୟକ ହାରିବାର କାରଣ କହିଲେ ବଦ୍ରି

ଭୁବନେଶ୍ୱର: ଗୃହରେ ବିଜେଡିର ବରିଷ୍ଠ ବିଧାୟକ ବଦ୍ରି ପାତ୍ରଙ୍କ ବିସ୍ଫୋରକ ବୟାନ। ପାନୀୟଜଳ କଷ୍ଟ ଆକ୍ରୋଶ ଶିକାର ହୋଇ ନିର୍ବାଚନ ହାରିଛନ୍ତି କିଛି ବିଜେଡି ବିଧାୟକ । ଯେଉଁମାନେ କମ୍ ଭୋଟରେ ହାରିଛନ୍ତି, ନିର୍ବାଚନ ପୂର୍ବରୁ ପାନୀୟ ଜଳ ପ୍ରକଳ୍ପ ନସରିବା ଏହାର ମୁଖ୍ୟ କାରଣ । ନିଜେ ଏହା ଗତ ନିର୍ବାଚନର ଅନୁଭବ କରିଛି ବୋଲି ଗୃହରେ କହିଛନ୍ତି ବିଧାୟକ ବଦ୍ରି ପାତ୍ର । ଲୋକଙ୍କୁ ପ୍ରତିଶ୍ରୁତି ଦିଆଯାଇଥିଲା, ନିର୍ବାଚନ ପୂର୍ବରୁ ପ୍ରକଳ୍ପ ସରିବ କିନ୍ତୁ ନସରିବାରୁ ଲୋକଙ୍କ ଆକ୍ରୋଶ ବଢ଼ିଲା ବୋଲି ଗୃହରେ କହିଛନ୍ତି ଘସିପୁରା ବିଧାୟକ ।

  • Related Posts

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଭୁବନେଶ୍ୱର: ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭୋଟ ଚୋରୀ ଉପାଖ୍ୟାନକୁ ନେଇ ରାଜ୍ୟ କଂଗ୍ରେସର ସାମ୍ୱାଦିକ ସମ୍ମିଳନୀ । ପିସିସି ସଭାପତି କହିଛନ୍ତି ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର । ନହେଲେ ଏଥର ରାଜ୍ୟରେ କଂଗ୍ରେସର…

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ଭୁବନେଶ୍ବର: ରାଜ୍ୟ ବିଜେପିର ଅନେକ ନେତା ଏବେ ନିଗମ ଓ ବୋର୍ଡ ଅଧ୍ୟକ୍ଷ ହେବା ଆଶାରେ ଅଛନ୍ତି। ଆଉ ୨୦ ତାରିଖ ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ। ତେବେ ବର୍ତ୍ତମାନ ସମୟରେ ନିର୍ଦ୍ଦିଷ୍ଟ ତାରିଖ କହିହେବ ନାହିଁ।…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଲେକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

    ଲେକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    ଅପରେସନ୍ ସିନ୍ଦୂର: ପାକିସ୍ତାନର ୫ଟି ଯୁଦ୍ଧ ବିମାନ ଧ୍ବଂସ

    ଅପରେସନ୍ ସିନ୍ଦୂର: ପାକିସ୍ତାନର ୫ଟି ଯୁଦ୍ଧ ବିମାନ ଧ୍ବଂସ