ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଫ୍ଲାଗ ଅଫ କରି ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। ୟୁ ଏନ ମାଇଗ୍ରେସନ, ଏଇଡ଼ ଏଟ ଆକ୍ସନ ଓ ମାଇଗ୍ରେସନ ମଲ୍ଟି ପାର୍ଟନର ଟ୍ରଷ୍ଟ ଫଣ୍ଡର ମିଳିତ ସହଯୋଗରେ ଏହି କାର୍ୟ୍ୟକ୍ରମ ଆରମ୍ଭ ହୋଇଛି।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି, ସାଧାରଣତଃ ଚାଷ କାମ ସରିବା ପରେ ରାଜ୍ୟ ଓ ଦେଶ ବାହାରକୁ ଯାଉଥିବା ଶ୍ରମିକମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ସେମାନଙ୍କ ମାନସିକ ଚାପ ମଧ୍ୟ ବଢିଥାଏ। ଏଥିପାଇଁ ବିଭିନ୍ନ ସମୟରେ ସହଯୋଗର ଆବଶ୍ୟକତା ପଡ଼ିଥାଏ। ତେଣୁ ସହଯୋଗର ହାତ ବଢ଼ାଇବା ସାଙ୍ଗକୁ ପ୍ରବାସୀ ସମସ୍ୟା ଦୂର କରିବା ଦିଗରେ ପଦକ୍ଷେପ ନେବାକୁ ଏହି ଭ୍ରାମ୍ୟମାଣ ସାଧନ କେନ୍ଦ୍ର ସାହାଯ୍ୟ କରିବ ବୋଲି ଆଶା ରଖିଛନ୍ତି ରାଜ୍ୟ ସରକାର। ପ୍ରଥମ ଫସଲ ଉତ୍ପାଦନ ପରେ ଚାଷୀମାନେ ଦ୍ଵିତୀୟ ଚାଷ କଣ କରିବେ ଚିନ୍ତା କରିପାରୁ ନାହାନ୍ତି, ଯେଉଁଥି ପାଇଁ ବାହାରକୁ ଯାଇ କାମ କରିବାକୁ ପସନ୍ଦ କରୁଛନ୍ତି। କୃଷି ହିଁ ଏହି ସମସ୍ୟାର ସମାଧାନ କରିପାରିବ। ତେଣୁ ଆଗକୁ ସେ ଦିଗକୁ ଧ୍ୟାନ ଦେଇ ସମସ୍ତ ଚେଷ୍ଟା କରାଯାଉଛି।

  • Related Posts

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ଭୁବନେଶ୍ବର: ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।ସ୍ଥାୟୀ ବେଞ୍ଚ ପାଇଁ ଅନେକ ରାଜ୍ୟରୁ ଦାବି ହେଉଛି। ହାଇକୋର୍ଟ ବିଭାଜନ ହେବା ଲୋକଙ୍କ ଦ୍ୱାରଦେଶରେ ନ୍ୟାୟ ପହଞ୍ଚିବା ପାଇଁ ବେଞ୍ଚ ପ୍ରତିଷ୍ଠା ଦାବି ସପକ୍ଷରେ ଆମେ ଥିଲୁ ଏବଂ…

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ଭୁବନେଶ୍ୱର: ବଳାଙ୍ଗା ପୀଡ଼ିତାଙ୍କ ମୃତୁ୍ୟକୁ ନେଇ ଇସ୍ତଫା ପ୍ରସଙ୍ଗରେ ବିରୋଧୀଙ୍କ ଦାବି ପ୍ରସଙ୍ଗରେ ସୋମବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ମୋ ଇସ୍ତଫାରେ ଯଦି ବଳଙ୍ଗା ପୀଡ଼ିତାଙ୍କ ଜୀବନ ଫେରିପାରିବ ତେବେ ମୁଁ…

    Leave a Reply

    Your email address will not be published. Required fields are marked *

    You Missed

    ମହିଳାଙ୍କ ନାଇଟ୍ ସିଫ୍ଟ ପ୍ରସଙ୍ଗରେ ଏହା କହିଲେ ପ୍ରମିଳା ମଲ୍ଲିକ

    ମହିଳାଙ୍କ ନାଇଟ୍ ସିଫ୍ଟ ପ୍ରସଙ୍ଗରେ ଏହା କହିଲେ ପ୍ରମିଳା ମଲ୍ଲିକ

    ପୀଡ଼ିତାଙ୍କୁ ରକ୍ଷା କରିଥିବା ସହପାଠୀମାନଙ୍କୁ ଦାୟୀ କରିବା ଏକ ରାଜନୈତିକ ଷଡ଼ଯନ୍ତ୍ର:ଏବିଭିପି

    ପୀଡ଼ିତାଙ୍କୁ ରକ୍ଷା କରିଥିବା ସହପାଠୀମାନଙ୍କୁ ଦାୟୀ କରିବା ଏକ ରାଜନୈତିକ ଷଡ଼ଯନ୍ତ୍ର:ଏବିଭିପି

    ଅନ୍ତିମ ଟେଷ୍ଟ: ୬ ରନରେ ମ୍ୟାଚ୍‌ ଜିତିଲା ଭାରତ

    ଅନ୍ତିମ ଟେଷ୍ଟ: ୬ ରନରେ ମ୍ୟାଚ୍‌ ଜିତିଲା ଭାରତ

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ୭ରେ ପୁରୀ ବିଜେଡିର ହରତାଳ

    ୭ରେ ପୁରୀ ବିଜେଡିର ହରତାଳ