ମହାପ୍ରଭୁଙ୍କ ଦର୍ଶନ କଲେ ସିକ୍କିିମ ମୁଖ୍ୟମନ୍ତ୍ରୀ

ପୁରୀ : ପୁରୀରେ ସିକିମ୍ ମୁଖ୍ୟମନ୍ତ୍ରୀ । ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହିତ ଆଶୀର୍ବାଦ ଲାଭ କରିଛନ୍ତି ସିକିମ୍ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗ। ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ସିକିମ୍ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା।
ପରେ ଶ୍ରୀମନ୍ଦିର ଭିତରକୁ ଯାଇ ରତ୍ନସିଂହାସନ ରେ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ ମୁଖ୍ୟମନ୍ତ୍ରୀ। ଏଥିସହ ମା ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ସିକିମ୍ ମୁଖ୍ୟମନ୍ତ୍ରୀ ଙ୍କ ଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସପି ପ୍ରତୀକ ସିଂ ଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

  • Related Posts

    ଲଘୁଚାପ : ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ

    ଭୁବନେଶ୍ୱର: ଆସନ୍ତା ୨ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି। ଏହା ପ୍ରଭାବରେ ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି…

    Continue reading
    ଆମ୍ବୁଲାନ୍ସରେ ଅକ୍ସିଜେନ ନ ଥିବାରୁ ଚାଲିଗଲା ରୋଗୀ ଜୀବନ

    ଜଗତସିଂହପୁର: ଆମ୍ବୁଲାନ୍ସରେ ଅକ୍ସିଜେନ ନ ଥିବାରୁ ଚାଲିଗଲା ରୋଗୀର ଜୀବନ । ଗୁରୁତର ରୋଗୀକୁ କଟକ ସ୍ଥାନାନ୍ତରିତ କରାଯାଉଥିବା ସମୟରେ ଘଟିଛି ଅଭାବନୀୟ ଘଟଣା । ଜଗତସିଂହପୁରରେ ଘଟିଛି ଏପରି ଅଭାବନୀୟ ଘଟଣା । ଅକ୍ସିଜେନ ନ ଥିବାରୁ ମହିଳା ରୋଗୀଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଗୋଟିଏ ମଞ୍ଚରେଏକାଠି ହେଲେ ୩ ମହାଶକ୍ତି

    ଗୋଟିଏ ମଞ୍ଚରେଏକାଠି ହେଲେ  ୩ ମହାଶକ୍ତି

    ଆଫଗାନିସ୍ତାନରେ ଭୂମିକମ୍ପ: ୨୫୦ ମୃତ

    ଆଫଗାନିସ୍ତାନରେ ଭୂମିକମ୍ପ: ୨୫୦  ମୃତ

    ଶେହବାଜଙ୍କୁ ଅଣଦେଖା କରି ଚାଲିଗଲେ ମୋଦୀ-ପୁଟିନ୍

    ଶେହବାଜଙ୍କୁ ଅଣଦେଖା କରି ଚାଲିଗଲେ ମୋଦୀ-ପୁଟିନ୍

    ସାର ପାଇଁ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

    ସାର ପାଇଁ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

    ଗଶେଶ ଭସାଣି ବେଳେ ସଂଘର୍ଷ: ଯୁବକ ମୃତ

    ଗଶେଶ ଭସାଣି ବେଳେ  ସଂଘର୍ଷ: ଯୁବକ ମୃତ

    ଲଘୁଚାପ : ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ

    ଲଘୁଚାପ : ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ