ମୋତେ ସୁରକ୍ଷା ଦିଆଯାଉ : ଲେଖାଶ୍ରୀ

ଭୁବନେଶ୍ୱର : ବିଜେଡ଼ିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତ ସିଂହାରଙ୍କ ନାଁ ରେ ଅଶାଳୀନ ମନ୍ତବ୍ୟ ଘଟଣା । ନୀଳଗିରି ବିଧାୟକଙ୍କ ନାଁରେ ମାମଲା ରୁଜୁ କଲା ଭୁବନେଶ୍ୱର ମହିଳା ଥାନା ପୋଲିସ । ନୀଳଗିରି ବିଧାୟକଙ୍କ ନାଁରେ ଲାଗିଛି BNS ର ସଙ୍ଗୀନ ଦଫା I

U/S-୭୫(୧): ଯୌନ ନିର୍ଯାତନା, ୭୦ ଅଶାଳୀନ ମନ୍ତବ୍ୟ ରଖିବା, ୨୯୬: ସର୍ବସାଧାରଣରେ ଗାଳି ଗୁଲଜ କରିବା, ୩୫୬: ମାନହାନୀ କରିବା ଭଳି ଦଫା ଲାଗିଛି । ତେବେ ମୋ ବାବଦରେ ଦେଇଥିବା ମନ୍ତବ୍ୟ ଅତ୍ୟନ୍ତ ଘୃଣ୍ୟ I ଏନେଇ ଅପରାଧିକ ମାମଲା ରୁଜୁ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ । ନୀଳଗିରି ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ନାଁରେ ଶୁକ୍ରବାର ଦେଇଥିଲେ ଏତଲା। ଆଜି ଥାନାରୁ ଗ୍ରହଣ କଲେ ଏତଲା କପି। ସନ୍ତୋଷ ଖଟୁଆଙ୍କ ନାଁରେ ଲାଗିଛି ବିଏନ୍‌ଏସ୍‌ ର ୪ଟି ଦଫା ।

ସେପଟେ ପ୍ରତିକ୍ରିୟା ରଖିଛନ୍ତି ବିଜେଡ଼ି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର । ସେ କହିଛନ୍ତି ବିଧାୟକଙ୍କ ଫାର୍ମ ହାଉସ ଠାରୁ ମୋ ଘର ଅଳ୍ପ ଦୂରରେ । ତେଣୁ କିଛି ବି ଅଘଟଣ ଘଟିପାରେ । ମୋ ଜିବନ ପ୍ରତି ବିପଦ ରହିଛି । ମୋତେ ସୁରକ୍ଷା ଦିଆଯାଉ । ଏ ସଂପର୍କରେ ମୁଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛି ।

  • Related Posts

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ବ୍ରହ୍ମପୁର:ଶନିବାର ଠାରୁ ଦୁଇଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଅଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳେ କେନ୍ଦ୍ରମନ୍ତ୍ରୀ ବ୍ରହ୍ମପୁରରେ ପହଞ୍ଚି ସେଠାରେ ଅଧିଷ୍ଠାତ୍ରୀ ଦେବୀ ମା’ ବୁଢୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ଏଥିସହ ସକଳ ଜନ ମାନସର ସ୍ୱାସ୍ଥ୍ୟର ସମୃଦ୍ଧି…

    ୧୮ରେ ବରଗଡ଼ ଠାରେ ବିଜେଡିର ବିରାଟ ଚାଷୀ ସମାବେଶ

    ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରଙ୍କ ଗତ ୧୩ ମାସର ଶାସନ ସମୟରେ ଚାଷୀକୂଳର ସ୍ୱାର୍ଥକୁ ଅଣଦେଖା କରିଛନ୍ତି, ଯେଉଁଥିପାଇଁ ଚାଷୀ ଭାଇମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ୍ନ ହେଉଛନ୍ତି ଓ ସରକାରଙ୍କ ଏହି ଚାଷୀ ମାରଣ ନୀତିକୁ ବିରୋଧ କରି ଆସନ୍ତା ୧୮…

    Leave a Reply

    Your email address will not be published. Required fields are marked *

    You Missed

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ଆତଙ୍କୀଙ୍କ ସହ ଗୁଳିବିନିମୟରେ ୨ ଯବାନ ଶହୀଦ

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍‌

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମେରିଟ୍ ଯୋଜନା କାର୍ୟ୍ୟକାରୀକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨  ମୃତ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଦୁଇଦିନିଆ ଗଞ୍ଜାମ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ସୁଭଦ୍ରା

    ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା, ୨ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ  ସୁଭଦ୍ରା