ଯୁୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ମୋହନା : ଅଡ଼ବା ଥାନା କଟାମା ପାଣି ଟାଙ୍କି ନିକଟରୁ ଜଣେ ଯୁୁବକଙ୍କ ମୃତଦେହ ରକ୍ତାକ୍ତ ଅବସ୍ଥାରେ ପୁଲିସ ଉଦ୍ଧାର କରିଛି। ଅଡ଼ବା ଥାନା କଟାମା ପାଣି ଟାଙ୍କି ନିକଟରୁ ଜଣେ ଯୁୁବକଙ୍କ ମୃତଦେହ ପଡ଼ିଥିବା ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ସେଠାରୁ ଗଳାକଟା ଅବସ୍ଥାରେ ସେହି ଯୁବକର ମୃତଦେହକୁ ପୁଲିସ ଉଦ୍ଧାର କରିଥିଲା। ଦୁର୍ବୁତ୍ତମାନେ ଯୁବକଙ୍କୁ ଗଳାକାଟି ହତ୍ୟା କରିବା ପରେ କଟାମା ପାଣି ଟାଙ୍କି ନିକଟରେ ଫିଙ୍ଗିଦେଇଥିଲେ। ମୃତକ ଯୁବକ ଜଣଙ୍କ ତୁଆବାଡ଼ି ଗାଁର ବୋଲି ଜଣାପଡ଼ିଛି ଏବଂ ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ବୋଲି ପୁଲିସ ସୂଚନା ଦେଇଛି।

  • Related Posts

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ କାଠିଆପଡ଼ା ଗ୍ରାମର କଲେଜ ଛାତ୍ରୀ ଜଳିଯିବା ମାମଲାରେ ବଡ଼ ଅପ୍‌ଡେଟ୍। ଅଭିଯୁକ୍ତ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୁଲିସ। ତାଙ୍କ ମୋବାଇଲ ଜବତ ହୋଇଥିବା ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ସୁରାକ ମିଳିଛି। ସବୁ…

    ଯୁବତୀଙ୍କୁ ଉଠାଇ ନେଲେ

    ଉଦଳା: ବାପା-ମା’ଙ୍କ ସହିତ ବଜାର ଯାଇଥିଲେ ଯୁବତୀ । ଦୋକାନ ବାହାରେ ଆସି ଛିଡା ହୋଇଥିବା ବେଳେ ଅଚାନକ ୪ ଜଣ ଯୁବକ ମାସ୍କ ପିନ୍ଧି ବାଇକରେ ଆସି ଯୁବତୀଙ୍କୁ ଉଠାଇ ନେଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ