ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ ୪୫

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୭ ନୂଆ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବାବେଳେ ୩୩ ଜଣ ଚିକିତ୍ସିତ ହେଉଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି।

  • Garvita Odia

    Related Posts

    ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା

    ଭୁବନେଶ୍ବର: ବଡ଼ଦାଣ୍ଡରେ ବିକ୍ରି ହୋଇପାରିବନି ମଦ ଓ ଆମିଷ। ବଡ଼ଦାଣ୍ଡ ଓ ଶ୍ରୀମନ୍ଦିରର ୨ କିଲୋମିଟର ଅବଧି ମଧ୍ୟରେ ମଦ ବାର ଖେଲାଯିବାକୁ ବାରଣ କରାଯାଇଛି। ଏଥିସହ ଏହି ପରିସର ଭିତରେ ମଦ ଓ ଆମିଷ ବିକ୍ରି ଉପରେ ମଧ୍ୟ ସମ୍ପୂର୍ଣ୍ଣ…

    ଆସୁଛି ଲଘୁଚାପ, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

    ଭୁବନେଶ୍ଵର: ଆସୁଛି ଲଘୁଚାପ। ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ଦେଖା ଦେଇଛି । ରବିବାର ଦକ୍ଷିଣ ପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

    Leave a Reply

    Your email address will not be published. Required fields are marked *

    You Missed

    ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା

    ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା

    ଆସୁଛି ଲଘୁଚାପ, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

    ଆସୁଛି ଲଘୁଚାପ, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

    ବିଦ୍ୟୁତ ଆଘାତରେ 3 ଶ୍ରମିକ ମୃତ

    ବିଦ୍ୟୁତ ଆଘାତରେ 3 ଶ୍ରମିକ ମୃତ

    ଶିଳ୍ପପତି ଓ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ଶିଳ୍ପପତି ଓ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ଚନ୍ଦ୍ରଶେଖରପୁରରେ ହେବ ଓଡିଶା ମଣ୍ଡପ:ପୃଥୀରାଜ

    ଚନ୍ଦ୍ରଶେଖରପୁରରେ ହେବ ଓଡିଶା ମଣ୍ଡପ:ପୃଥୀରାଜ

    ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ରାଜଧାନୀରେ ଗେଷ୍ଟ ହାଉସ୍

    ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ରାଜଧାନୀରେ ଗେଷ୍ଟ ହାଉସ୍