ହାତୀ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ବଲପୁର ରେଢ଼ାଖୋଲ ଫରେଷ୍ଟ ଡିଭିଜନର ନାକଟିଦେଉଳ ଅଞ୍ଚଳର ସରପାଲି ଗାଁ ରେ ଏକ ବ୍ୟକ୍ତିଙ୍କ ହୁକ ପକା ଘଟଣା ଯୋଗୁ ଆଜି ପ୍ରତ୍ୟୁଷରେ ଗୋଟିଏ ୫ ବର୍ଷର ମାଇ ହାତୀର ମୃତ୍ୟୁ ହୋଇଛି। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏ ଘଟଣାରେ ସଂପୃକ୍ତ କୌଣସି ବ୍ୟକ୍ତିଙ୍କୁ ଛଡ଼ା ଯିବ ନାହିଁ ଓ କଠୋର ଦଣ୍ଡ ବିଧାନ କରାଯିବ ବୋଲି କହିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏ ଘଟଣାର ତଦନ୍ତ ପାଇଁ Chief Conservator of Forestମନୋଜ ନାୟାରଙ୍କ ନେତୃତ୍ବରେ ଏକ ଟିମ୍ ଭୁବନେଶ୍ୱରରୁ ନାକଟି ଦେଉଳ ଅଭିମୁଖେ ଗସ୍ତ କରିଛନ୍ତି।ଏହି ଘଟଣାରେ ସଂପୃକ୍ତ ଅଂଚଳର ଉଚ୍ଚ ପଦସ୍ଥ ବନ ବିଭାଗ ଅଧିକାରୀ ଓ ବିଦ୍ୟୁତ୍ ବିଭାଗ ଅଧିକାରୀ ମାନେ ଘଟଣା ସ୍ଥଳ କୁ ଯାଇ ଅନୁସନ୍ଧାନ କରୁଛନ୍ତି।

  • Garvita Odia

    Related Posts

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନସେସ୍ (ଆଇଏଏସ୍)ରେ ବୁଧବାର ଚତୁର୍ଦ୍ଧଶ ସ୍ୱାମୀନାଥନ ବକ୍ତୃତାମାଳା ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ବକ୍ତୃତାମାଳାରେ ଉତରବଙ୍ଗ କୃଷି ବିଶ୍ୱବିଦ୍ୟାଳୟର ପ୍ରଫେସର ତଥା କୃଷି ସମ୍ପ୍ରସାରଣ ବିଜ୍ଞାନୀ ଭାବେ…

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଓଡ଼ିଶାରେ ଶ୍ୱେତ ବିପ୍ଲବର କର୍ଣ୍ଣଧାର ହେଉଛି ଓମ୍‌ଫେଡ୍‍। ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ସ୍ୱାବଲମ୍ବୀ କରିବା ସହିତ ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି। ଆଗାମୀ ଦିନରେ ରାଜ୍ୟ ସରକାର ଦୁଗ୍ଧ ଉତ୍ପାଦନ ବୃଦ୍ଧି ନେଇ କାମଧେନୁ…

    Leave a Reply

    Your email address will not be published. Required fields are marked *

    You Missed

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ  କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼