୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଆଇିଇଡ଼ି ବିସ୍ଫୋରଣରେ ରେଳୱେ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ସହୟତା ଘୋଷଣା ହୋଇଛି । ସିଏମ୍‌ଆରଏଫ୍‌ରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ସିଏମ୍ । ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହିତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।

ସିଏମ୍‌ଓ ଏକ୍ସରେ କହୁଯାଇଛି କି, ”ଓଡ଼ିଶା ଝାଡ଼ଖଣ୍ଡ ସୀମାରେ ଏକ ଅପ୍ରତ୍ୟାଶିତ ଆଇଇଡ଼ି ବିସ୍ଫୋରଣରେ ଭାରତୀୟ ରେଳରେ କାର୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ଦୁଃଖଦ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହିତ ତାଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏହାସହ ମୃତକଙ୍କ ପରିବାରରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (ସିଏମ୍‌ଆରଏଫ) ରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।”

  • Related Posts

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ବାମନାଳ:ବହୁ ଚର୍ଚ୍ଚିତ ବଳଙ୍ଗା ନାବାଳିକା ପୋଡ଼ି ମାରିବା ଉଦ୍ୟମ ଓ ଚିକିତ୍ସାଧୀନ ଅବସ୍ଥାରେ ରହସ୍ୟ ଜନକ ଭାବେ ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଚର୍ଚ୍ଚା ହେଉଥିବା ବେଳେ ଆସନ୍ତା ୭ତାରିଖରେ ବିଜେଡି ପକ୍ଷରୁ ୬ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ନିମନ୍ତେ ଏକ…

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଆରଏମ୍‍ଏଲ୍‍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ସତ୍ୟପାଲ ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍