୩ଲକ୍ଷ ବିହାର ଲୋକଙ୍କୁ ଭାରତୀୟ ନିର୍ବାଚନ କମିଶନଙ୍କ ନୋଟିସ୍‍

ନୂଆଦିଲ୍ଲୀ,29।08: ଭାରତୀୟ ନିର୍ବାଚନ କମିଶନ ୩ଲକ୍ଷ ଲୋକଙ୍କୁ ନୋଟିସ୍‍ ଜାରି କରିଛନ୍ତି । କାରଣ ସେମାନଙ୍କର କାଗଜପତ୍ରରେ ସଠିକ୍‍ ପ୍ରମାଣ ପତ୍ର ନାହିଁ ଏବଂ ସେମାନେ ଭାରତର ନାଗରିକ ବୋଲି ପ୍ରମାଣିତ ହୋଇନାହାଁନ୍ତି । ବିହାର ଏସଡିଏମଙ୍କ ତଦନ୍ତ ରିପୋର୍ଟ ଆଧାରରେ କିଶନଗଞ୍ଜ, ପୂର୍ଣ୍ଣିଆ, ପଶ୍ଚିମ ଚମ୍ପାରଣ, ପୂର୍ବ ଚମ୍ପାରଣ, ଆରାରିଆ, ସହରସା ଏବଂ ମଧୁବନୀ ଜିଲା ଏବଂ ସୁପୌଲ ଜିଲ୍ଲାର ଭୋଟରମାନଙ୍କୁ ନୋଟିସ୍‍ ଦିଆଯାଇଛି । ଏହି ୩ଲକ୍ଷ ଲୋକ ବାଂଲାଦେଶ, ନେପାଳ, ମିଆଁମାର ଏବଂ ଆଫଗାନିସ୍ତାନରୁ ଆସିଥିବା ଜଣାପଡିଛି । ସୂଚନା ଅନୁସାରେ ବିହାର ବିଧାନସଭା ନିର୍ବାଚନ ୨୦୨୫ରେ ହେବାକୁ ଯାଉଛି । ଯେଉଁଥିପାଇଁ ନିର୍ବାଚନ କମିଶନ ଭୋଟର ତାଲିକା ଅପଡେଟ୍‍ କରୁଛନ୍ତି । ସେହି ସମୟରେ ଭୋଟର ତାଲିକା ଅପଡେଟ୍‍ ଏସଆଇଆର୍‍ ଅଧୀନରେ କରାଯାଉଛି । ଯାହା ୨୪ଜୁନ୍‍ ୨୦୨୫ରେ ନିର୍ବାଚନ କମିଶନ ବିହାରର ଡ୍ରାଫ୍ଟ ଭୋଟର ତାଲିକା ମଧ୍ୟ ପ୍ରକାଶ କରିଛନ୍ତି । ୭.୨୪କୋଟି ଲୋକଙ୍କ ମଧ୍ୟରୁ ୬୫ଲକ୍ଷ ଲୋକଙ୍କ ନାମ ବାଦ ଦେଇ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଛି ।

  • Related Posts

    Former Technical Consultant at DPC Mayurbhanj was snubbed by Vigilance for possessing disproportionate assets

    Mayurbhanj, 30/08: Today i.e. on 30.08.2025, Arun Kumar Jena, Former Technical Consultant, DPC, SSA, Mayurbhanj, A/p-Junior Engineer, RWSS Paralakhemundi, At-Sridhar Nagar-1, Po/PS- Paralakhemundi, Dist-Gajapati, who was charge sheeted by Odisha…

    Continue reading
    CM, Union Minister discuss about education reforms in Odisha

    Bhubaneswar, 30 Aug 2025: Union Education Minister Dharmendra Pradhan paid a courtesy call on Chief Minister Mohan Charan Majhi in the Odisha capital here today. Pradhan, the Lok Sabha MP…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଦଳୀୟ ଭିତ୍ତିରେ ହୋଇଛି NAC ଚୟନ:ବିଜେଡି

    ଦଳୀୟ ଭିତ୍ତିରେ ହୋଇଛି NAC ଚୟନ:ବିଜେଡି

    ଇଗ୍ନୋର ନାମଲେଖା ଅବଧି ସେପ୍ଟେମ୍ବର ୧୫କୁ ବଢିଲା

    ଇଗ୍ନୋର ନାମଲେଖା ଅବଧି ସେପ୍ଟେମ୍ବର ୧୫କୁ ବଢିଲା

    ଆଫଗାନ ଭୂକମ୍ପ ପୀଡ଼ିତଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ସମବେଦନା

    ଆଫଗାନ ଭୂକମ୍ପ ପୀଡ଼ିତଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ସମବେଦନା

    ଏଥର ଦୁର୍ଗା ପୂଜାରେ ବାଜିବନି ଡିଜେ, ଫୁଟିବନି ଆତସବାଜି

    ଏଥର ଦୁର୍ଗା ପୂଜାରେ ବାଜିବନି ଡିଜେ, ଫୁଟିବନି ଆତସବାଜି

    ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବଗଠିତ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ

    ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବଗଠିତ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ

    ଆଫଗାନିସ୍ତାନରେ ବଡ଼ ଭୂମିକମ୍ପ: ୮୦୦ ମୃତ, ୨୫୦୦ରୁ ଊର୍ଦ୍ଧ୍ବ ଆହତ

    ଆଫଗାନିସ୍ତାନରେ ବଡ଼ ଭୂମିକମ୍ପ: ୮୦୦ ମୃତ, ୨୫୦୦ରୁ ଊର୍ଦ୍ଧ୍ବ ଆହତ