୩ ମହିଳା ନକ୍ସଲ ଗିରଫ

ମାଲକାନଗିରି: ଓଡ଼ିଶା ପୁଲିସକୁ ମିଳିଛି ବଡ଼ ସଫଳତା। ୩ ଦୁର୍ଦ୍ଦାନ୍ତ ମହିଳା ନକ୍ସଲଙ୍କୁ କରିଛି ଗିରଫ। ସେମାନଙ୍କ ମଧ୍ୟରୁ ଜଣେ ଏସିଏମ୍‌ ରାଙ୍କର। ସେହିପରି ଏହି ୩ ଜଣଙ୍କ ମୁଣ୍ଡ ଉପରେ ଥିଲା ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି।

ଗୁଇନ୍ଦା ରିପୋର୍ଟ ଆଧାରରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଗୁଣ୍ଠାବେଡ଼ା ଜଙ୍ଗଲରୁ ଏହି ୩ ନକ୍ସଲଙ୍କୁ ଗିରଫ କରିଛି ପୁଲିସ। ଗିରଫ ନକ୍ସଲମାନେ ହେଉଛନ୍ତି ସ୍ୱପ୍ନା ଓରଫ ଚନ୍ଦ୍ରମା ଖିଲୋ, ବବିତା ଓରଫ କମଳା ଖିଲୋ ଓ ସୁନୀତା ଖିଲୋ। ସେମାନଙ୍କ ଘର ମାଲକାନଗିରି ଜିଲ୍ଲା ଯୋଡ଼ାମ୍ବ ଥାନା ଧାକଡ଼ପଦର ଗାଁରେ।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍