ଅଣସେବାୟତ ରଥରେ ଚଢିଲେ ଗିରଫ : ଆଇନ ମନ୍ତ୍ରୀ

ପୁରୀ : ରଥଯାତ୍ରା ଶୃଙ୍ଖଳିତ କରିବାକୁ ସରକାରଙ୍କ ଆକ୍ସନ ପ୍ଲାନ୍ । ଚଳିତ ରଥଯାତ୍ରା ଶୃଙ୍ଖଳିତ କରିବାକୁ ସଂସ୍କାରମୂଳକ ପଦକ୍ଷେପ କଠୋର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଅଣସେବାୟତ ରଥ ଉପରେ ଚଢିଲେ ଗିରଫ ହେବେ । ରଥ ଉପରେ ସେବାୟତ ମାନେ ମୋବାଇଲ ବ୍ୟବହାର କରିପାରିବେନି । ପହଣ୍ଡିରେ କେଉଁ କେଉଁ ସେବାୟତ ରହିବେ ସେମାନଙ୍କ ତାଲିକା ପ୍ରସ୍ତୁତ ହେବ । ଘଣ୍ଟୁଆ ସେବାୟତ ମାନଙ୍କ ତାଲିକା ବି ପ୍ରସ୍ତୁତ ହେବ । ଏନେଇ ନିଯୋଗ ଗୁଡ଼ିକ ତାଲିକା ପାଇଁ ସେବାୟତଙ୍କ ନାଁ ଦେବେ । ଛତିଶା ନିଯୋଗ ସହ ଆଲୋଚନା ପରେ ଏଭଳି ନିଷ୍ପତ୍ତି ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି ।

  • Related Posts

    ନିଆଁ ଲାଗି ମହିଳା ମୃତ

    ଜଟଣୀ : ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ ରଥୀପୁର ଗାଁରେ ଅଘଟଣ । ନିଆଁ ଲାଗି ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳାଙ୍କ ନାଁ ରୀନା ପ୍ରଧାନ ବୋଲି ଜଣାପଡିଛି । ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌…

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ ୩ ଦିନିଆ ଓଡିଶା ଗସ୍ତରେ ଆସି ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ । ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ