ଆଜ୍ଞାମାଳ ବିଜେ ପରେ ୩ ରଥର ଦକ୍ଷିଣ ମୋଡ଼

ପୁରୀ : ନବଦିନାତ୍ମକ ଯାତ୍ରାରେ ଶ୍ରୀଜିଉ। ଜନ୍ମବେଦୀରେ ସରି ଆସୁଛି ଲୀଳାଖେଳା। ଆଜିଠୁ ମହାପ୍ରଭୁଙ୍କ ବାହୁଡ଼ା ପ୍ରସ୍ତୁତି ଆରମ୍ଭ। ଷଷ୍ଠୀ ତିଥିରେ ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ୩ ରଥକୁ ଦକ୍ଷିଣ ମୋଡ଼ କରାଯାଉଛି। ରଥ ତ୍ରୟକୁ ଶ୍ରୀଗୁଣ୍ଡିଚା ଘର ସିଂହଦ୍ୱାର ସମ୍ମୁଖରୁ ନାକଚଣା ଦ୍ୱାରକୁ ଅଣାଯାଉଛି। ପ୍ରଥମେ ଦେବଦଳନ, ପରେ ତାଳଧ୍ୱଜ ଓ ଶେଷରେ ନନ୍ଦିଘୋଷ ରଥକୁ ଟଣାଯିବ। ଦକ୍ଷିଣ ମୋଡ଼ ପରେ ବାହୁଡ଼ା ପୂର୍ବରୁ ପୁଣି ତିନି ରଥର ସ୍ଥିତି ଯାଞ୍ଚ ହେବ। ଆସନ୍ତା ୫ ତାରିଖ ଶନିବାର ବାହୁଡ଼ା ଯାତ୍ରାରେ ଗୁଣ୍ଡିଚା ଘରୁ ମହାପ୍ରଭୁ ଶ୍ରୀମନ୍ଦିରକୁ ବାହୁଡ଼ିବେ।

  • Related Posts

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ଭୁବନେଶ୍ୱର:ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । ୩ ବର୍ଷ…

    ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

    ଭୁବନେଶ୍ୱର: ନିଲମ୍ବିତ ହେଲେ ନିହାର ରଂଜନ ମହାନ୍ତି । ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତିଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଲମ୍ବିତ କରିଛି । କ୍ରାଇମ୍ ବ୍ରାଞ୍ଚ ଦ୍ବାରା ଗିରଫ ହେବା ପରେ ଏହି ବଡ଼ ପହକ୍ଷେପ ନେଇଛି ବିଭାଗ…

    Leave a Reply

    Your email address will not be published. Required fields are marked *

    You Missed

    ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

    ଧାରଣାରେ ୫୫ ଆଦିବାସୀ ପରିବାର

    ଇନଷ୍ଟ୍ରାଗ୍ରାମରେ ଦୀପିକାଙ୍କ ନୂଆ ରେକର୍ଡ ରିଲ୍ସକୁ ମିଳିଲା ୧.୯ ବିଲିୟନ ଭ୍ୟୁ

    ୧୫ ହଜାର ଲାଞ୍ଚ ନେବାବେଳେ ଶିକ୍ଷା ବିଭାଗ କିରାଣିଙ୍କୁ ଧରିଛି ଭିଜିଲାନସ୍