ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର :ଚଳିତ ମାସ ଜୁଲାଇ ୧୧ ତାରିଖ ଲୋକସଭା ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଓଡ଼ିଶା ଆସିବେ। ସାଂସଦ ରାହୁଲ ଗାନ୍ଧୀଙ୍କ ସହ ଏଆଇସିସି ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେ ଓ ଏଆଇସିସି ସାଧାରଣ ସମ୍ପାଦକ(ସଂଗଠନ) କେ ସି ବେଣୁଗୋପାଳ ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ପଡ଼ିଆରେ “ସମ୍ବିଧାନ ବଞ୍ଚାଓ” ସମାବେଶରେ ଯୋଗ ଦେବେ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ପ୍ରଦାନ କରିଛନ୍ତି। ଏଥି ନେଇ କଂଗ୍ରେସ ଭବନରେ ପରିବର୍ଦ୍ଧିତ ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପିସିସି ସଭାପତିଙ୍କ ସହ ଦଳର ବହୁ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିବା ସହ ରାହୁଲ ଗାନ୍ଧୀଙ୍କ ସମାବେଶ କିପରି ସଫଳ ହୋଇପାରିବ ସେଥିପାଇଁ ସୁଚିନ୍ତିତ ମତାମତ ଦେଇଥିଲେ।

  • Related Posts

    ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି

    ନୂଆଦିଲ୍ଲୀ: ସେପ୍ଟେମ୍ବର ୯ରେ ହେବାକୁଥିବା ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଜାରି ହେବାପରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାର୍ଥିପତ୍ର ଦାଖଲ ଶେଷ ତାରିଖ ଅଗଷ୍ଟ ୨୧କୁ ଧାର୍ଯ୍ୟ…

    ନାଟର ଗୋବର୍ଦ୍ଧନ ଅପରାଜିତା

    ବେଗୁନିଆ : ଯାହା ଆଶଙ୍କା କରାଯାଉଥିଲା ସେଇଆ ହିଁ ହେଲା । ବେଗୁନିଆ ବିଜେପି ବିଧାୟକ ପ୍ରାର୍ଥୀ ପ୍ରକାଶ ବିଜୁଳି ଓ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଭିତରେ ତିକ୍ତତା ଆଉ କେଇପାଦ ଆଗକୁ ଯାଇଛି । ପୂର୍ବରୁ ରାଜନୀତିକ ବିରୋଧ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଅଗଷ୍ଟ ପର୍ଯ୍ୟନ୍ତ ୧୪ ବର୍ଷା

    ସିପିଆର୍‌ ଦେଇ ଯୁବକଙ୍କ ଜୀବନ ରକ୍ଷା ଟ୍ରାଫିକ୍‌ ପୁଲିସ

    ୫୧ତମ ଜାତୀୟ କନିଷ୍ଠ ସନ୍ତରଣ ପ୍ରତିଯୋଗିତା: ସାଇ ସ୍ବରୂପଙ୍କୁ ୨ଟି ସ୍ବର୍ଣ୍ଣ

    ଘର ଦେବା ନାଁରେ ୨.୧୫ କୋଟି ଲୁଟ୍, ଠକ ଦମ୍ପତି ଗିରଫ

    ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି

    ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର