ଘର ଭିତରୁ ମିଳିଲା ୨ ଜଣଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ବର : ରଙ୍ଗର ପର୍ବ ହୋଲିରେ ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ବରରେ ଚାଞ୍ଚଲ୍ୟ । ଗୋଟିଏ ଘରୁ ମିଳିଲା ଦୁଇ ଜଣଙ୍କ ଝୁଲନ୍ତା ମୃତଦେହ। ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗୋଟିଏ ଘରୁ ମିଳିଛି ଜଣେ ପୁରୁଷ ଓ ମହିଳାଙ୍କ ମୃତଦେହ।

ଘଟଣାନେଇ ସୂଚନା ପାଇବା ପରେ ଚନ୍ଦ୍ରଶେଖରପୁର ଥାନା ପୁଲିସ ପହଞ୍ଚି ତନାଘନା ଆରମ୍ଭ କରିଥିବା ବେଳେ ପୁରୁଷ ଜଣଙ୍କ ଅଟୋ ଡ୍ରାଇଭର ବୋଲି ଜଣାପଡିଛି ଏବଂ କୌଣସି କାରଣ ନେଇ ଦୁହେଁ ଆତ୍ମହତ୍ୟା କରିଥିବା ପୁଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି।

  • Garvita Odia

    Related Posts

    ସୋଆ ପକ୍ଷରୁ ‘ଜଳବାୟୁ ପରିବର୍ତନ ଓ ବିଶ୍ୱ ତାପନ – ପ୍ରସଙ୍ଗ ଓ ସମ୍ଭାବନା’ ଶୀର୍ଷକ ଆନ୍ତର୍ଜାତିକ ସମ୍ମିଳନୀ

    ଭୁବନେଶ୍ୱର : ୧୯୦୧ ମସିହା ଠାରୁ ଏପର୍ଯ୍ୟନ୍ତ ୨୦୨୪ ସବୁଠାରୁ ଉତପ୍ତ ବର୍ଷ ଥିଲା । ବିଶ୍ୱ ତାପନ ପ୍ରଭାବ ଯୋଗୁଁ ୨୦୧୦ ରୁ ୨୦୨୪ ୧୫ ବର୍ଷ ମଧ୍ୟରେ ଦଶ ବର୍ଷ ଅନ୍ୟ ବର୍ଷ ତୁଳନାରେ ଉତପ୍ତ ବର୍ଷ ଭାବେ…

    ସମ୍ ହସ୍ପିଟାଲ୍ରେ ମାଗଣାରେ ସିୱାଇ ଟିବି ପରୀକ୍ଷଣ ଉପଲବ୍ଧ

    ଭୁବନେଶ୍ୱର: ଯକ୍ଷ୍ମା ରୋଗର ସମ୍ପୂର୍ଣ୍ଣ ମୂଳୋପôାଟନ ଅଭିଯାନ ପରିପ୍ରେକ୍ଷୀରେ ମଣିଷ ଶରୀରରେ ଯକ୍ଷ୍ମା ଜୀବାଣୁ ଚିହ୍ନଟ କରିବା ନିମନ୍ତେ ସ୍ଥାନୀୟ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ୱିଟାଲ୍ରେ ବିନା ମୂଲ୍ୟରେ ସିୱାଇ ଟିବି ଇନ୍ଟ୍ରାଡର୍ମାଲ ସ୍କିନ୍ ପରୀକ୍ଷଣ ଉପଲବ୍ଧ…

    Leave a Reply

    Your email address will not be published. Required fields are marked *

    You Missed

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘ଶକ୍ତିଶ୍ରୀ କାର୍ଯ୍ୟକ୍ରମ

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ସୋଆରେ ଚତୁର୍ଦ୍ଧଶ ଏମ୍ଏସ୍ ସ୍ୱାମୀନାଥନ ସ୍ମାରକୀ ବକ୍ତୃତାମାଳା

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ଦୁଗ୍ଧ ଉତ୍ପାଦନ ବୃଦ୍ଧିରେ ଓମ୍‌ଫେଡ୍ ଡ୍ରାଇଭିଙ୍ଗ ଫୋର୍ସ ସାଜିଛି: ମୁଖ୍ୟମନ୍ତ୍ରୀ

    ବଳଙ୍ଗା ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ  କ୍ଷୋଭ ପ୍ରକାଶ କଲେ ନବୀନ

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼

    ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼