ଘୂର୍ଣ୍ଣିବଳୟ: ୧୩ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଛତିଶଗଡ଼ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଆସନ୍ତା ୧୩ ତାରିଖରୁ ଅଧିକ ବର୍ଷା ହୋଇପାରେ । ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅଧିକ ବର୍ଷା ସମ୍ଭାବନା ଅଛି । ୧୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୫ ତାରିଖରେ ମୟୂରଭଞ୍ଜରେ ଅଧିକ ବର୍ଷା ସମ୍ଭାବନା ରହିଛି । ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା ଓ କୋରାପୁଟରେ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୧୩ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି ।

  • Garvita Odia

    Related Posts

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ସମ୍ୱଲପୁର: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସଂପର୍କ ରଖିବା ଓ ପରେ ପ୍ରତାଡ଼ନା କରିବା ଅଭିଯୋଗରେ ମହିଳା ପୁଲିସ ଦ୍ବାରା ଗିରଫ ସହକାରୀ ପ୍ରଫେସରଙ୍କୁ ସରକାର ନିଲମ୍ବିତ…

    ମହିଳା ହେଲପଲାଇନ ନଂ-୧୮୧

    ଭୁବନେଶ୍ୱର:: ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ତତ୍ପର ଦେଖାଇଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍‍ ନମ୍ବର ଜାରି କରାଯାଇଛି । ସଠିକ୍‍ ଭାବେ ଆବ୍ୟନ୍ତରୀଣ…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧