ଟ୍ରେନ୍ ଟଏଲେଟ୍‌ରୁ ମିଳିଲା ଯୁବକଙ୍କ ମୃତଦେହ

ଭୁବନେଶ୍ୱର : ଭୁବନେଶ୍ବର ରେଳ ଷ୍ଟେସନ୍ ଅଭାନୀୟ ଘଟଣା। ଟ୍ରେନ୍ ଟଏଲେଟ୍‌ରୁ ମିଳିଲା ମୃତଦେହ । ସନ୍ଦେହ ଜନକ ଅବସ୍ଥାରେ ପୁରୁଷୋତ୍ତମ ଏକ୍ସପ୍ରେସ ଶୌଚାଳୟରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ ସଫେଇ ବେଳେ ଯୁବକଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ ସଫେଇ କର୍ମଚାରୀ। ଏନେଇ ଜିଆର୍‌ପି ଅଧିକାରୀଙ୍କୁ ସୂଚନା ଦେଇଥିଲେ।ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରିଥିବା ବ୍ୟବଚ୍ଛେଦ ପାଇଁ ପଠାଇଛି ଜିଆର୍‌ପି ପୁଲିସ। ଯୁବକଙ୍କ ପରିଚୟ ମିିଳିପାରିନାହିଁ। କେମିତି ମୃତ୍ୟୁ ହେଲା କାରଣ ଖୋଜୁଛି ଜିଆର୍‌ପି ପୁଲିସ।

  • Related Posts

    ଖଣି ମାଲିକ ଘରେ ଇଡି ରେଡ୍ ୧୦କାର୍, ୩ ସୁପର ବାଇକ୍ ଓ କୋଟିଏ ଟଙ୍କାର ଗହଣା ଜବତ

    ଭୁବନେଶ୍ଵର,01।09: ଭୁବନେଶ୍ଵରରେ ଖଣି ମାଲିକଙ୍କ ଘରେ ବଡ ଧରଣର ରେଡ୍ ହୋଇଛି। ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଜବତ କରିଛି ୧୦ଟି ବିଳାଶପୂର୍ଣ୍ଣ କାର୍ ସହ ୩ଟି ସୁପର ବାଇକ୍। କେବଳ ଏତିକି ନୁହେଁ କୋଟିଏ ଟଙ୍କାର ସୁନା ଗହଣା ମଧ୍ୟ ଜବତ…

    Continue reading
    ଚାକିରି ନାଁରେ ଘରୁ ଆଣି ଗଣଦୁଷ୍କର୍ମ ଅଭିଯୋଗ ଏକ ନାଟକ: ଉଦଳା ପୋଲିସ

    ମୟୂରଭଞ୍ଜ,01।09: ଚାକିରି କରାଇଦେବାକୁ କହି ଯୁବତୀଙ୍କୁ ଘରୁ ଆଣି ଗଣଦୁଷ୍କର୍ମ କରାଯାଇଥିବା ନେଇ ଯେଉଁ ଅଭିଯୋଗ ହୋଇଥିଲା, ପୋଲିସ ତଦନ୍ତରେ ତାହା ଏକ ନାଟକ ଥିଲା ବୋଲି ତଦନ୍ତ ପରେ ସୂଚନା ଦେଇଛନ୍ତି ଉଦଳା ଉପଖଣ୍ଡ ପୋଲିସ ଅଧିକାରୀ । ସୂଚନା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଖଣି ମାଲିକ ଘରେ ଇଡି ରେଡ୍ ୧୦କାର୍, ୩ ସୁପର ବାଇକ୍ ଓ କୋଟିଏ ଟଙ୍କାର ଗହଣା ଜବତ

    ସାର୍ବଜନୀନ ଅଧିକାରର ସୁନିଶ୍ଚିତତା ଓ ଅନ୍ତର୍ଭୁକ୍ତୀକରଣ ସମାଜ ପାଇଁ ଓଡ଼ିଶା ସରକାରଙ୍କ ସହ ଟାଟା ଷ୍ଟିଲ ଫାଉଣ୍ଡେସନର ଏମଓୟୁ

    ଗାଁରେ ବାଘ ପାଦଚିହ୍ନ : ସତର୍କ ସୂଚନା ଜାରି କଲା ବନବିଭାଗ

    ଚାକିରି ନାଁରେ ଘରୁ ଆଣି ଗଣଦୁଷ୍କର୍ମ ଅଭିଯୋଗ ଏକ ନାଟକ: ଉଦଳା ପୋଲିସ

    ଡ୍ରାଗନ ଏବଂ ହାତୀ ଏକା ସାଥୀରେ ରହିବା ଜରୁରୀ: ଜିନପିଙ୍ଗ

    ୨୦୨୬ ଏପ୍ରିଲ ସୁଦ୍ଧା ରାଜ୍ୟର ସମସ୍ତ ପୌରାଞ୍ଚଳକୁ ଗର୍ତ୍ତମୁକ୍ତ ହେବ : ମୁଖ୍ୟମନ୍ତ୍ରୀ