ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ନିଲମ୍ବିତ

ବ୍ୟାଙ୍କକ୍‌: ଥାଇଲାଣ୍ଡର ସାମ୍ବିଧାନିକ ଅଦାଲତ ମଙ୍ଗଳବାର ପ୍ରଧାନମନ୍ତ୍ରୀ ପାଇତୋଙ୍ଗ୍‌ତାର୍ନ ସିନାୱାତ୍ରାଙ୍କୁ ନିଲମ୍ବନ କରିଛନ୍ତି। ତଦନ୍ତ ଶେଷ ହେବା ପର୍ୟ୍ୟନ୍ତ ଏହି ନିର୍ଦେଶନାମା କାଏମ ରହିବ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି। ସାମ୍ବିଧାନିକ ଅଦାଲତ ୭-୨ ଭୋଟରେ ଏଭଳି କଟକଣା ଜାରି କରିଛନ୍ତି। କିଛି ଦିନ ପୂର୍ବେ ସୀମା ବିବାଦକୁ ନେଇ କାମ୍ବୋଡିଆ ପ୍ରତିପକ୍ଷଙ୍କ ସହ ସିନାୱାତ୍ରା ଫୋନରେ ଗୁପ୍ତ ଆଲୋଚନା କରିଥିଲେ। ଏହା ପ୍ରଘଟ ହେବାପରେ ଏକାଧିକ ସିନେଟର ତାଙ୍କ ବିରୋଧରେ ମାମଲା ଦାଏର କରିଥିଲେ। ସିନାୱାତ୍ରା ୨୦୨୪ ଅଗଷ୍ଟ ୧୬ରେ ପ୍ରଧାନମନ୍ତ୍ରୀ ଦାୟିତ୍ବ ଗ୍ରହଣ କରିଥିଲେ।

  • Garvita Odia

    Related Posts

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ନୂଆଦିଲ୍ଲୀ: ବାଲେଶ୍ବର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁରେ ସାରା ରାଜ୍ୟରେ ଆଲୋଚନା ଜୋର ଧରିଛି। ଏହି ଘଟଣାରେ ନ୍ୟାୟ ଦାବି କରି ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଆସନ୍ତକାଲି ଅର୍ଥାତ ଗୁରୁବାର…

    ରାନ୍ୟା ରାଓଙ୍କୁ ଏକ ବର୍ଷ ଜେଲ୍ ଦଣ୍ଡ

    ନୂଆଦିଲ୍ଲୀ: କନ୍ନଡ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ଏକ ବଡ଼ ଝଟକା ଲାଗିଛି । ସୁନା ଚୋରା ଚାଲାଣ ମାମଲାରେ ତାଙ୍କୁ ଏକ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି । ବୈଦେଶିକ ବିନିମୟ ସଂରକ୍ଷଣ ଏବଂ ଚୋରା ଚାଲାଣ କାର୍ୟ୍ୟକଳାପ ନିରାକରଣ ଅଧିନିୟମ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ଟ୍ବିନ୍ ସିଟିରେ ପିକେଟିଂ

    ଟ୍ବିନ୍ ସିଟିରେ  ପିକେଟିଂ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ରାନ୍ୟା ରାଓଙ୍କୁ ଏକ ବର୍ଷ ଜେଲ୍ ଦଣ୍ଡ

    ରାନ୍ୟା ରାଓଙ୍କୁ  ଏକ ବର୍ଷ ଜେଲ୍ ଦଣ୍ଡ

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା